Posted inଜାତୀୟ

ପିଲାଙ୍କୁ ପାଠ ପଢ଼ାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ସେ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି।ରାଷ୍ଟ୍ରପତି ପିଲାମାନଙ୍କୁ ଗ୍ଲୋବାଲ ଓ୍ବାର୍ମିିଂ ବିଷୟରେ ପଢ଼ାଇଛନ୍ତି। ସେ ପିଲାଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ଯେପରିକି ଆମର କେତୋଟି ଋତୁ। ସେଥିମଧ୍ୟରୁ ଆମେ କେଉଁ ଋତୁକୁ ଅନୁଭବ କରୁଛେ। ପିଲାମାନେ ମଧ୍ୟ ଖୁବ୍‌ ସୁନ୍ଦର ଭାବେ ଉତ୍ତର ରଖିଛନ୍ତି। ପିଲାମାନେ କହିଥିଲେ, ଆମେ ୩ଟି ଋତୁକୁ ଅନୁଭବ କରୁଛେ।

ରାଷ୍ଟ୍ରପତି ପୁଣି ପଚାରିଥିଲେ କେଉଁ ଋତୁକୁ ସବୁଠୁ ଅଧିକ ଅନୁଭବ କରୁଛେ। ଜଣେ ଛାତ୍ରୀ ଉତ୍ତର ଦେଇଥିଲେ ଗ୍ରୀଷ୍ମ ଋତୁ। ରାଷ୍ଟ୍ରପତି କହିଥିଲେ ଏହାର କାରଣ ହେଉଛି ଗ୍ଲୋବାଲ ଓ୍ବାର୍ମିଂ ବା ପରିବେଶ ପ୍ରଦୂଷଣ। ରାଷ୍ଟ୍ରପତି ବହୁତ ଖୁସି ଥିଲେ ପିଲାମାନଙ୍କ ସହ ମିଶି। ପିଲାମାନେ ମଧ୍ୟ ରାଷ୍ଟ୍ରପତିଙ୍କୁ ପାଖରେ ପାଇ ବହୁତ ଆନନ୍ଦିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା...

Pahalgam Attack: ଆକ୍ରମଣବେଳେ ଜାମା ମସଜିଦରେ ଚାଲିଥିଲା ଏମିତି, ସେଦିନ ନମାଜ ପାଠ ସାରି ମୁସଲମାନମାନେ କହିଥିଲେ…

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ସମଗ୍ର...

ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି...

ଷ୍ଟାଲିନ୍‌ଙ୍କ କ୍ୟାବିନେଟ୍‌ରୁ ବିଦା ହେଲେ ୨ ମନ୍ତ୍ରୀ

ଚେନ୍ନାଇ,୨୭ା୪: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ କ୍ୟାବିନେଟ୍‌ରୁ ୨ ବରିଷ୍ଠ ମନ୍ତ୍ରୀଙ୍କୁ ବିଦା କରାଯାଇଛି। ସେନ୍ଥିଲ ବାଲାଜୀ ଏବଂ କେ. ପୋନ୍‌ମୁଡ଼ି ମନ୍ତ୍ରୀ ପଦରୁ ଇସ୍ତଫା...

Pakistan: ଭାରତ ପାଇଁ ୨୩ବର୍ଷ ଗୁପ୍ତଚର କରିଥିଲେ ପାକିସ୍ତାନର ଏହି ଟପ୍‌ କମାଣ୍ଡର, ଶେଷ ବେଳକୁ…

ନୂଆଦିଲ୍ଲୀ,୨୭।୪: ଯବାନମାନେ ନିଜକୁ ଆଉ ନିଜ ପରିବାରକୁ ଭୁଲି ଦେଶ ପାଇଁ ଜୀବନ ଦିଅନ୍ତି। କିନ୍ତୁ ଏପରି କିଛିଜଣ ଯବାନ ଅଛନ୍ତି ଯେଉଁମାନେ ଶତ୍ରୁଦେଶରେ ଧରାପଡ଼ିବା...

Pakistan: ଦିଲ୍ଲୀରେ ହଲଚଲ: ଯେକୌଣସି ମୂହୁର୍ତ୍ତରେ ହେବ ଆକ୍ସନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ଆକ୍ରମଣରେ...

ଡେଡଲାଇନ୍‌ ଶେଷ, ଏବେ ପାକିସ୍ତାନ ଉପରେ ହେବ ଡାଇରେକ୍ଟ ଆଟାକ୍‌!

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ କିଛି...

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍‌ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image