Posted inଫୁରସତ

ଭାଇଙ୍କ ପ୍ରେମିକାଙ୍କୁ ଭଲ ପାଇ ବିବାହ କରିଛନ୍ତି ଏହି ପ୍ରଧାନମନ୍ତ୍ରୀ

କୁହାଯାଏ, ପ୍ରେମରେ କୌଣସି ବୟସ ନ ଥାଏ। ପ୍ରେମ ଶାଶ୍ୱତ, ଚିରନ୍ତନ। ସେଥିପାଇଁ ତ ଲୋକେ ସମାଲୋଚନାକୁ ଖାତିର ନ କରି ପ୍ରେମରେ ପଡ଼ି ଶେଷରେ ଜିତାପଟ ଲାଭ କରନ୍ତି। ଏମିତି ବି ପ୍ରେମରେ ପଡ଼ିଥିଲେ ଜଣେ ରାଜନେତା।
କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ହେଉଛନ୍ତି ଏମିତି ଜଣେ ପ୍ରେମିକ ଯିଏ କି ତାଙ୍କ ଭାଇଙ୍କ ପ୍ରେମିକାଙ୍କୁ ଭଲ ପାଇ ବସିଥିଲେ। ଶେଷରେ ସେ ତାଙ୍କୁ ବିବାହ ମଧ୍ୟ କରିଥିଲେ। ତାଙ୍କ ନାଁ ସୋଫି। ତାଙ୍କର ତିନୋଟି ସନ୍ତାନ ଅଛନ୍ତି। ଜଷ୍ଟିନ୍‌ ଏବଂ ସୋଫିଙ୍କ ଯୋଡ଼ି ବହୁତ ସୁନ୍ଦର। ସେମାନଙ୍କ ପ୍ରେମ କାହାଣୀ ମଧ୍ୟ ସେତିକି ଆକର୍ଷଣୀୟ।

ଜଷ୍ଟିନ ଟ୍ରୁଡୋଙ୍କ ସାନଭାଇ ମାଇକେଲ ଟ୍ରୁଡୋଙ୍କ ଗର୍ଲଫ୍ରେଣ୍ଡ ଥିଲେ ସୋଫି। ସେ କହିଛନ୍ତି, ୧୯୯୮ମସିହାରେ ମାଇକେଲ ଭୂସ୍ଖଳନ ହେତୁ ମୃତ୍ୟୁବରଣ କରିଥିଲେ। ଏହା ପରେ ଜଷ୍ଟିନ ଏବଂ ସୋଫି ସାକ୍ଷାତ ଆରମ୍ଭ କରିଥିଲେ। ଦିନେ ଜଷ୍ଟିନ ସୋଫିଙ୍କ ନମ୍ବର ଜାଣି ତାଙ୍କୁ ରାତ୍ରିଭୋଜନ ପାଇଁ ଡାକି ବିବାହ ପ୍ରସ୍ତାବ ଦେଇଥିଲେ। ଉଭୟ ଦୀର୍ଘଦିନ ଧରି ପରସ୍ପରକୁ ଡେଟ୍‌ କରିଥିଲେ। ୨୦୦୪ରେ ପରସ୍ପରକୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ୨୦୦୫ରେ ସେମାନେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଜଷ୍ଟିନ୍‌ ୨୦୧୫ରେ କାନାଡାର ପ୍ରଧାନମନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିହୀନ ଲୋକଙ୍କ ସାହାରା-ଧଳା ବାଡ଼ି

ପ୍ରତିବର୍ଷ ଅକ୍ଟୋବର ୧୫ରେ ସାରା ବିଶ୍ୱରେ ହ୍ବାଇଟ କେନ ଡେ’ ବା ବିଶ୍ୱ ଧଳା ବାଡ଼ି ଦିବସ ପାଳନ କରାଯାଏ। ଦୃଷ୍ଟିହୀନ ଓ କମ୍‌ ଦୃଷ୍ଟିସମ୍ପନ୍ନ...

ଏମିତି ଇସ୍ତଫା ପତ୍ର ଲେଖିଲେ କର୍ମଚାରୀ, ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୫।୧୦: ସୋସିଆଲ ମିଡିଆରେ ଅନେକ ସମୟରେ ଅଜବ ଉପାୟରେ ଲେଖାଯାଇଥିବା ଚାକିରି ଅଫର କିମ୍ବା ଇସ୍ତଫା ପତ୍ର ଭାଇରାଲ ହୁଏ। କେତେକରେ, କର୍ମଚାରୀମାନେ ସେମାନଙ୍କର ଯନ୍ତ୍ରଣା...

ଝଙ୍କଡ଼ ଶାରଳା ପୀଠ

ରାଜ୍ୟର ପ୍ରମୁଖ ଦେବୀ ପୀଠ ମଧ୍ୟରେ ମା’ ଶାରଳାଙ୍କ ମନ୍ଦିର ଅନ୍ୟତମ। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଝଙ୍କଡ଼ କନକପୁରଠାରେ ଏହି ପୀଠ ଅବସ୍ଥିତ।...

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ...

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି...

ପ୍ରକୃତିର ଅନନ୍ୟ ଉପହାର ପ୍ରଧାନପାଟ ଜଳପ୍ରପାତ

ପ୍ରକୃତିର ଅନନ୍ୟ ଉପହାର ହେଉଛି ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ। ଦେବଗଡ଼ ସହରରୁ ମାତ୍ର ଦେଢ଼ କିଲୋମିଟର ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳକୁ ବର୍ଷ ସାରା...

ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣ ତାମ୍ପରା ହ୍ରଦ

ଗଞ୍ଜାମ ଜିଲା ଛତ୍ରପୁର ନିକଟ ହୁମୁରୀ ତାମ୍ପରା ହ୍ରଦ ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣର କେନ୍ଦ୍ର ପାଲଟିଛି। ଲେକ୍‌ ଭ୍ୟୁ ପାର୍କ ଓ ବୋଟିଂ ପାଇଁ ଏହି...

ସଚେତନତାକୁ ଗୁରୁତ୍ୱ ଦେବା ଆବଶ୍ୟକ

ପ୍ରତିବର୍ଷ ଅକ୍ଟୋବର ୧୨ ତାରିଖକୁ ‘ବିଶ୍ୱ ଗଣ୍ଠିବାତ ରୋଗ ଦିବସ’ (ଓ୍ବାଲର୍‌ଡ ଆର୍ଥ୍ରାଇଟିସ୍‌ ଡେ) ଭାବରେ ପାଳନ କରାଯାଇଥାଏ। ଏହି ଦିବସ ଅବସରରେ ଚଳିତବର୍ଷର ସ୍ଲୋଗାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri