ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେବାପରେ ଏମିତି କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ୍‌,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ନେଇ ସମସ୍ତ ଦେଶ ଅଭିନନ୍ଦନ ବାର୍ତ୍ତା ପଠାଉଛନ୍ତି। ଏହି ସମୟରେ ପଡୋଶୀ ଦେଶ ପାକିସ୍ତାନ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛି।
ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ଭାରତର ପ୍ରଧାନମନ୍ତ୍ରୀ ହୋଇଥିବାରୁ ଅଭିନନ୍ଦନ।
ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଶାହବାଜ ସରିଫଙ୍କୁ କ୍ରମାଗତ ଦ୍ୱିତୀୟ ଥର ପାଇଁ ଏହାପୂର୍ବରୁ ପାକିସ୍ତାନର ପ୍ରଧାନମନ୍ତ୍ରୀ ହୋଇଥିବାରୁ ଶେହବାଜଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଚଳିତ ବର୍ଷ ଆରମ୍ଭରେ ପାକିସ୍ତାନରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ମାର୍ଚ୍ଚ ୫ରେ ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶେହବାଜ ଶରିଫ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri