Posted inଜାତୀୟ

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

 

ନୂଆଦିଲ୍ଲୀ,୧୪।୪: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା। ନୂଆ ବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ। ଆସନ୍ତା ବର୍ଷ ଆପଣଙ୍କ ସମସ୍ତ ଇଚ୍ଛା ପୂରଣ ହେଉ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଓଡ଼ିଶାବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ବତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।

<blockquote class=”twitter-tweet”><p lang=”or” dir=”ltr”>ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।</p>&mdash; President of India (@rashtrapatibhvn) <a href=”https://twitter.com/rashtrapatibhvn/status/1646707807830544384?ref_src=twsrc%5Etfw”>April 14, 2023</a></blockquote> <script async src=”https://platform.twitter.com/widgets.js” charset=”utf-8″></script>


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି...

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri