ଟ୍ରେନ ଦୁର୍ଘଟଣା: ଘଟଣାସ୍ଥଳକୁ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୬(ବ୍ୟରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ତେବେ ଶନିବାର ସନ୍ଧ୍ୟାରେ ଦୁର୍ଘଟଣାସ୍ଥଳକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଘଟଣାସ୍ଥଳ ପରିଦର୍ଶନ ପରେ କଟକ ଏସ୍‌ସିବି ମେଡିକାଲରେ ଆହତଙ୍କୁ ଭେଟିବେ ବୋଲି ସୂଚନା ରହିଛି।

ଟ୍ରେନ ଦୁର୍ଘଟଣାରେ ଏଯାବତ୍‌ ୨୮୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଆଗକୁ ମଧ୍ୟ ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ତରଳୁଛି ହିମାଳୟ: ଚିନ୍ତା ପ୍ରକଟ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୨୭ା୧୧(ପି.ଟି.):ହିମାଳୟର ହିମହ୍ରଦଗୁଡ଼ିକ ଦ୍ରୁତଗତିରେ ତରଳିବାରେ ଲାଗିଛି। ଏଥିଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ବଢ଼ିଛି। ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମଙ୍ଗଳବାର ଏହା ଉପରେ ଚିନ୍ତା ପ୍ରକଟ...

ଶହୀଦଙ୍କ ଦୁଇ ପୁଅକୁ ପଢୁଆଁ କଲେ ପୂର୍ବତନ ବିଧାୟକ

ବାହାନଗା, ୨୭।୧୧(ଅରୂପ କୁମାର ଦାସ): ପ୍ରଥମାଷ୍ଟମୀରେ ମାମୁଘର କିମ୍ବା ମା’ବାପା ନିଜର ବଡ଼ ପୁଅକୁ ନୂଆ ବସ୍ତ୍ର ଦେଇ ପ୍ରଥମାଷ୍ଟମୀ ପାଳନ କରିଥାନ୍ତି। ସେହି ଅନୁଯାୟୀ...

ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନେଇ ଚାଲିଛି ସ୍ବାସ୍ଥ୍ୟସେବା:ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା….

ବାରିପଦା,୨୭।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା ଅଲଟ୍ରା ସାଉଣ୍ଡ ମେଶିନ ଅଚଳ ହୋଇ ପଡ଼ିଥିବାରୁ ରୋଗୀଙ୍କ ମଧ୍ୟରେ ଉଦ୍‌ବେଗ...

ସ୍ତ୍ରୀଙ୍କୁ କବ୍‌ଜାରେ ରଖି ମାଗୁଛନ୍ତି ୨ ଲକ୍ଷ: ବୈକୁଣ୍ଠଧାମ ଆଶ୍ରମ କର୍ତ୍ତୃପକ୍ଷଙ୍କ ନାମରେ ସଙ୍ଗିନ ଅଭିଯୋଗ ଆଣିଲେ କେନ୍ଦୁଝର ଯୁବକ

ଭୁବନେଶ୍ୱର,୨୭ା୧୧(ସତ୍ୟଜିତ୍‌ ରାଉତ):ଭରତପୁର ଥାନା ଅନ୍ତର୍ଗତ ଘାଟିକିଆ ମୌଜାରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମ ବିରୋଧରେ ପୁଣି ଏକ ସଙ୍ଗିନ ଅଭିଯୋଗ ଆସିଛି। ଆଶ୍ରମ କର୍ତ୍ତୃପକ୍ଷ ତାଙ୍କ...

ଅମାନତ ହରାଇଛନ୍ତି ୮୫% ପ୍ରାର୍ଥୀ

ନାଗପୁର,୨୭ା୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୋଟ ୪,୧୩୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେମାନଙ୍କ ମଧ୍ୟରୁ ୩,୫୧୫ ଜଣ ଇସିଙ୍କ ନିର୍ଦ୍ଧାରିତ ସର୍ବନିମ୍ନ ଭୋଟ ଶେୟାର ହାସଲ କରିବାରେ...

୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍‌ ବୈଠକ

ଭୁବନେଶ୍ୱର, ୨୭ା୧୧(ସୁନିତ୍‌ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ...

ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି...

୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri