Posted inଜାତୀୟ

ଏପ୍ରିଲ ୯ରେ କର୍ନାଟକ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକ ବିଧାନସଭା ନିର୍ବାଚନର ପ୍ରାୟ ଏକ ମାସ ପୂର୍ବରୁ ଏପ୍ରିଲ ୯ ରେ କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ବାନ୍ଦିପୁର ଟାଇଗର ରିଜର୍ଭରେ ମଧ୍ୟ ଏକ ସଫାରି ଯାତ୍ରା କରିବେ। ଏକ ସୂତ୍ରରୁ ପ୍ରକାଶ ଯେ, ପ୍ରୋଜେକ୍ଟ ଟାଇଗରର ୫୦ବର୍ଷ ପୂର୍ତ୍ତି ଅବସରରେ ମୈଶୁର ଏବଂ ଚାମରାଜନଗର ଜିଲାରେ ତିନି ଦିନିଆ ମେଗା କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ ବୋଲି ଜଣାପଡିଛି।

ସୂଚାଯୋଗ୍ୟ, ମେ’୧୦ରେ କର୍ନାଟକରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦି ଭାଜପା ନେତା ଓ କର୍ମୀଙ୍କ ସହ ଏକ ବୈଠକ କରିବେ। କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭାଜପା ସମେତ ସମସ୍ତ ଦଳ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ମେ’ ୧୩ରେ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ସହ ମୁହାଁ ମୁହିଁ ବେଳେ ଜଣେ ଆତଙ୍କବାଦୀ ମୃତ

କୁପଓ୍ବାରା,୬।୧୧: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ...

ଭାଜପାର ବଡ଼ ଆକ୍ସନ, ୪୦ ନେତା ବହିଷ୍କୃତ

ମୁମ୍ବାଇ,୬।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ଭୋଟ ଦେବା ପୂର୍ବରୁ ମଧ୍ୟ ଭାଜପା ଦଳର ୪୦ ନେତା ଓ କର୍ମୀଙ୍କୁ ବହିଷ୍କାର...

ହତ୍ୟା ଅଭିଯୁକ୍ତଙ୍କୁ ଧରାଇଦେଲା ମାଛି:ଜାଣନ୍ତୁ କେମିତି

ଜବଲପୁର,୬ା୧୧:ମଧ୍ୟପ୍ରଦେଶର ଜବଲପୁର ଜିଲା ଚରଗାଓଁସ୍ଥିତ ଦେଓରି ତାପରିଆ ଗ୍ରାମରେ ମାଛି ଦ୍ୱାରା ଏକ ହତ୍ୟା ମାମଲାର ସମାଧାନ ହୋଇପାରିଛି। ମାଛି ଯୋଗୁ ପୋଲିସ ହତ୍ୟାକାରୀଙ୍କୁ ଧରିବାରେ...

ବଡ଼ ଖବର: ଉପନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଯୋଗୀ! ଏମିତି କହିଦେଲେ…

ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶ ଉପନିର୍ବାଚନ ପରେ ୟୁପି ସିଏମ ଯୋଗୀ ଆଦିତ୍ୟନାଥ ଇସ୍ତଫା ଦେବା ନିଶ୍ଚିତ ବୋଲି ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ବିଧାୟକ ହାଜି ରାଫିକ...

ସିଦ୍ଦାରାମାୟାଙ୍କୁ ହାଇକୋର୍ଟ ନୋଟିସ

ବେଙ୍ଗାଲୁରୁ,୬ା୧୧: ମହୀଶୂର ସହରାଞ୍ଚଳ ବିକାଶ କର୍ତ୍ତୃପକ୍ଷ (ଏମ୍‌ୟୁଡିଏ) ଦୁର୍ନୀତି ମାମଲାରେ କର୍ନାଟକ ହାଇକୋର୍ଟ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ତାଙ୍କ ସ୍ତ୍ରୀ ବି.ଏମ୍‌. ପାର୍ବତୀ, ଶାଳକ ମଲ୍ଲିକାର୍ଜୁନ...

ୟୁପି ମଦ୍ରାସା ଆଇନ ବୈଧ

ନୂଆଦିଲ୍ଲୀ,୬।୧୧: ମୁସଲମାନ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ନିୟନ୍ତ୍ରଣ କରୁଥିବା ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆଇନ, ୨୦୦୪ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟ ମଙ୍ଗଳବାର କାଏମ ରଖିଛନ୍ତି। ଆଲ୍ଲାହାବାଦ...

ଅଧା ରହିଗଲା ଶାରଦାଙ୍କ ସ୍ବପ୍ନ

ବାରାଣସୀ,୬।୧୧: ରାମଲଲାଙ୍କୁ ଦେଖିବା ପରେ ମୋତେ ଦରବାରକୁ କୋର୍ଟକୁ ମଧ୍ୟ ଯିବାକୁ ପଡିବ । ମୋତେ ତାଙ୍କ ପାଦତଳେ ପ୍ରଣାମ କରିବାକୁ ପଡିବ, ଦେଖିବା ଏହି...

ଗୁଜରାଟରେ ବଡ଼ ଦୁର୍ଘଟଣା: ବୁଲେଟ୍‌ ଟ୍ରେନ୍‌ ପାଇଁ ନିର୍ମାଣ ହେଉଥିବା ବ୍ରିଜ୍‌ ଭୁଶୁଡ଼ିଲା, ଫସି ରହିଛନ୍ତି ୪ ଶ୍ରମିକ

ଗାନ୍ଧିନଗର,୫।୧୧: ଗୁଜରାଟରେ ନିର୍ମାଣାଧୀନ ବୁଲେଟ୍‌ ଟ୍ରେନ୍‌ ପ୍ରକଳ୍ପରେ ବଡ଼ ଦୁର୍ଘଟଣା ଘଟିଛି। ଭାସାଦ ନିକଟରେ ନିର୍ମାଣାଧୀନ ବ୍ରିଜର ଏକ ଅଂଶ ଭୁଶୁଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri