Posted inଜାତୀୟ

୫ ବର୍ଷ ବଢ଼ିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା

ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବଢାଇ ଦିଆଯାଇଛି।

ବଜେଟରେ ଗରିବଙ୍କ ପାଇଁ ସ୍ବତନ୍ତ୍ର ବିବେଚନା କରାଯାଉଛି। କାରଣ ଗରିବଙ୍କ ପାଇଁ ଅନେକ ଯୋଜନା ଏଥିରେ ଅନ୍ତର୍ଭୁକ୍ତ ହୋଇଛି। ବଜେଟରେ ଗରିବ ଲୋକଙ୍କୁ ଥଇଥାନ ପାଇଁ ସରକାର ପ୍ରଧାନ ମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ୮୦କୋଟି ଲୋକ ଉପକୃତ ହେବେ।

ପିଏମ୍‌ ଆବାସ ଯୋଜନା ଅଧୀନରେ ୩ କୋଟି ଅତିରିକ୍ତ ଗୃହ ନିର୍ମାଣ କରିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ନିର୍ମାଣ ନେଇ ବଡ଼ ଘୋଷଣ କରିଛନ୍ତି ଅର୍ଥମନ୍ତ୍ରୀ ।

ଏପରି କି ଗରିବ, ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଛି। ଅନ୍ୟପକ୍ଷେ ପ୍ରତି ପରିବାରକୁ ବାସଗୃହ ଯୋଗାଇବେ ସରକାର । ପିଏମ୍‌ ଆବାସ ଯୋଜନା ଅଧୀନରେ ୩ କୋଟି ଅତିରିକ୍ତ ଗୃହ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି ସରକାର। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ନିର୍ମାଣ ନେଇ ବଡ଼ ଘୋଷଣ କରିଛନ୍ତି ଅର୍ଥମନ୍ତ୍ରୀ ସୀତାରମଣ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନାକୁ ୫ ବର୍ଷ ବଢାଯାଇଛି। ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri