Posted inଜାତୀୟ

ସ୍କୁଲ ଫି’ ଦେଇ ନ ଥିବା ପିଲାଙ୍କୁ ଖରାରେ ବସାଇଲେ ପ୍ରିନ୍ସିପାଲ

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲା ଅନ୍ତର୍ଗତ ଶ୍ୟାମରାଜି ହାଇସ୍କୁଲର ୫୦ରୁ ଊର୍ଦ୍ଧ୍ୱ ପିଲା ଫି’ ପୈଠ କରି ନ ଥିବାରୁ ସ୍କୁଲ୍‌ ପ୍ରିନ୍ସିପାଲ ସେମାନଙ୍କୁ ଗେଟ୍‌ ବାହାରେ ଖରାରେ ବସାଇଥିଲେ। ପିଲାମାନେ ଖରାରେ ବସିଥିବାର ଭିଡିଓ ପ୍ରସ୍ତୁତ କରି ପ୍ରିନ୍ସିପାଲ ଶୈଳେଶ କୁମାର ତ୍ରିପାଠୀ ସେମାନଙ୍କ ଅଭିଭାବକମାନଙ୍କ ଗ୍ରୁପ୍‌ରେ ଛାଡ଼ି ଚେତାବନୀ ଦେଇଥିଲେ। ଫି’ ନ ଭରିଲେ ପିଲାମାନଙ୍କୁ ସ୍କୁଲ୍‌ ନ ପଠାଇବାକୁ ପ୍ରିନ୍ସିପାଲ କହିଥିଲେ। ଖରାରେ ବସିଥିବା ଛାତ୍ରୀଛାତ୍ର ଲଜ୍ଜାରେ ମୁହଁ ଲୁଚାଇଥିବା ଦେଖାଯାଇଛି। ଭିଡିଓ ଭାଇରାଲ ହେବା ପରେ ଉକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଜିଲାର ସ୍କୁଲ୍‌ ଇନ୍ସପେକ୍ଟର ଘଟଣାକୁ ଲଜ୍ଜାଜନକ ବୋଲି କହିବା ସହ ଏହାର ତଦନ୍ତ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇଗଲା ଫାଇନାଲ! ଏହିଠି ରହିବେ ପୂର୍ବତନ ସିଏମ କେଜରିଓ୍ବାଲ

ନୂଆଦିଲ୍ଲୀ,୨।୧୦: ଅରବିନ୍ଦ କେଜରିୱାଲ ନିଜ ବାସଭବନ ପରିବର୍ତ୍ତନ କରିଛନ୍ତି। କେଜରିଓ୍ବାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଖାଲି କରିବାକୁ...

ମା’ଙ୍କୁ ମାରି ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ପୁଅ: ଫାଶୀଦଣ୍ଡ ହାଇକୋର୍ଟରେ କାଏମ

ମୁମ୍ବାଇ, ୨।୧୦:୨୦୧୭ ଅକ୍ଟୋବର ୨୮ରେ ମହାରାଷ୍ଟ୍ରର କୋହ୍ଲାପୁରସ୍ଥିତ ମାକଡ୍‌ଓ୍ବାଲା ବସାହାତ ଅଞ୍ଚଳରେ ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସୁନୀଲ କୁଚ୍‌କରୋଭି ନାମକ ଜଣେ...

ଏଲ୍‌ଏସିରେ ଅସ୍ବାଭାବିକ ସ୍ଥିତି: ମାନିଲେ ସେନାମୁଖ୍ୟ

ନୂଆଦିଲ୍ଲୀ,୨ା୧୦(ପି.ଟି.)”ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସ୍ଥିତି ସ୍ଥିର ରହିଥିଲେ ମଧ୍ୟ ସ୍ବାଭାବିକ ନ ଥବା ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର କହିଛନ୍ତି।...

ସ୍ମାର୍ଟଫୋନ୍‌ ନେବା ପରେ ଡେଲିଭରି ଏଜେଣ୍ଟଙ୍କୁ ହତ୍ୟାକଲେ ଗ୍ରାହକ: ଜାଣନ୍ତୁ କାହିଁକି

ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ଲକ୍ଷ୍ନୌରେ ରହୁଥିବା ଜଣେ ବ୍ୟକ୍ତି ଅନ୍‌ଲାଇନରେ ଫ୍ଲିପ୍‌କାର୍ଟରୁ ୨ଟି ସ୍ମାର୍ଟଫୋନ୍‌ ମଗାଇଥିଲେ। ଡେଲିଭରି ସମୟରେ ଦାମ୍‌ ପୈଠ କରିବାକୁ ସେ ସର୍ତ୍ତ ରଖିଥିଲେ। ଡେଲିଭରି...

୨୦୨୮ରେ ଭାରତର ଶୁକ୍ର ମିଶନ

ବେଙ୍ଗାଲୁରୁ, ୨।୧୦:‘ଚନ୍ଦ୍ରୟାନ-୩’ ମିଶନର ସଫଳତା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ‘ମିଶନ ଶୁକ୍ର’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଇସ୍ରୋର ଏହି ବହୁ ପ୍ରତୀକ୍ଷିତ...

ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଳେ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀଙ୍କୁ ସ୍ମରଣ କରି ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ...

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ବ୍ୟାପିଲା ଧୂଆଁ, ୩ ମୃତ

ପୁଣେ,୧୦।୨: ମହାରାଷ୍ଟ୍ରର ପୁଣେରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଭଧାନ ବୁଡ୍ରୁକ ଗ୍ରାମ ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ...

ରାସ୍ତାରୁ ହଟିବ ମନ୍ଦିର, ମସ୍‌ଜିଦ

ନୂଆଦିଲ୍ଲୀ,୨ା୧୦(ପି.ଟି.):ଦେଶବାସୀଙ୍କ ସ୍ବାର୍ଥ ସର୍ବୋପରି ହୋଇଥିବାରୁ ରାସ୍ତା, ରେଳଲାଇନ ଏବଂ ଜଳଉତ୍ସକୁ ଅବରୋଧ କରି ନିର୍ମାଣ ହୋଇଥିବା ମନ୍ଦିର, ଦରଘା ଆଦି ଧର୍ମୀୟ ଢାଞ୍ଚାକୁ ହଟାଇବାକୁ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri