ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ତାଲା

ଖଣ୍ଡପଡ଼ା,୨୩ା୧୦(ସ୍ବ.ପ୍ର.): କେନ୍ଦ୍ର ସରକାର ପ୍ରତି ପଞ୍ଚାୟତରେ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିର୍ମାଣ ନିମନ୍ତେ ୧୦ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ବିଭିନ୍ନ ପଞ୍ଚାୟତରେ ଏହି କେନ୍ଦ୍ର ନିର୍ମାଣ କରାଯାଇ କାର୍ଯ୍ୟକ୍ଷମ ହୋଇଥିବା ବେଳେ ଖଣ୍ଡପଡ଼ା ବ୍ଲକ ଗଡିଆସାହି ପଞ୍ଚାୟତରେ ଥିବା କେନ୍ଦ୍ରଟି କାର୍ଯ୍ୟକ୍ଷମ ନ ହୋଇ ପଡିରହିଛି। ଉକ୍ତ କେନ୍ଦ୍ରରେ ତାଲା ଝୁଲୁଥିବା ବେଳେ ଏହା ଚାରିପାଖ ଅନାବନା ଗଛଲତାରେ ଭର୍ତ୍ତି ହୋଇଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ, ବଜ୍ରପାତର ମୁକାବିଲା ପାଇଁ ସଚେତନ କଲେ ଛାତ୍ର

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ନେତାଜୀ ସ୍କାଉଟ୍ସ ଗ୍ରୁପ ପକ୍ଷରୁ...

ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର STF ଟିମ୍‌

ଝାରସୁଗୁଡ଼ା,୨୧।୪: ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର ଏକ STF ଟିମ୍‌ ପହଞ୍ଚି ତନାଘନା ଆରମ୍ଭ କରିଛି। ମୁର୍ଶିଦାବାଦ ଦଙ୍ଗା ଘଟଣାରେ STF ଟିମ୍‌ ଏହି ଛାନଭିନ୍‌ କରୁଥିବା ସୂଚନା...

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ, ଏସପି: ସହାୟତା କଲେ ପ୍ରଦାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗରରେ ସୋମବାର ଜିଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ...

ପ୍ରତାପୁର ଗ୍ରାମରେ କଳିକଳୁଷ ନାଶ ବିଶ୍ୱଶାନ୍ତି ମହାଯଜ୍ଞ

ପୁରୁଷୋତ୍ତମପୁର,୨୧।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରତିଷ୍ଠିତ କିମ୍ବଦନ୍ତୀପୂର୍ଣ୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ରାଜ୍ୟ,ଦେଶ ସହ ବିଶ୍ବର ମଙ୍ଗଳ ଲାଗି...

ନକଲି ଆଦିବାସୀଙ୍କୁ ଚିହ୍ନଟ ଦାବି ତେଜିଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଦିବାସୀ ଯୁବ ନେତା

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କିଛି ଅଣ ଆଦିବାସୀ ଜାତି ଗତ ପ୍ରମାଣ ପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ...

୬ ମାସ ହେଲା ଅଚଳ ବିଦ୍ୟାଳୟରେ ଥିବା ସୋଲାର ଟାଙ୍କି, ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଲାଗି ଘୋର ସମସ୍ୟା

କେସିଙ୍ଗା,୨୧।୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଧୀନସ୍ଥ କିକିଆ ଗ୍ରାମସ୍ଥିତ ବାପୁଜୀ ସରକାରୀ ଉ.ପ୍ରା. ବିଦ୍ୟାଳୟ ୨୦୦୪ ମସିହାରେ ସ୍ଥାପିତ ହୋଇଛି।...

କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ/ପଟ୍ଟାଙ୍ଗି,୨୧।୪(ଅମିତାଭ ବେହେରା/ଶରତ କୁମାର ଧଳ): କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟକାରିତା ପାଇଁ କୋରାପୁଟ ଜିଲାପାଳ ଭି କୀର୍ତି...

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image