ସ୍କୁଲ ପିଲାଙ୍କ ଲାଗି ନଳକୂପ ସଜାଡ଼ିଲେ ସରପଞ୍ଚ

ଫୁଲବାଣୀ ଅଫିସ, ୧୭।୪: ସ୍କୁଲରେ ପାଣି ସମସ୍ୟା ଦୀର୍ଘ ଦୁଇ ବର୍ଷ ଧରି ଲାଗି ରହିଥିଲା। ଏବେ ଖରାଦିନ। ପାଣି ପାଇଁ ପିଲାମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ। ଖବର ପାଇ ସ୍ଥାନୀୟ ସରପଞ୍ଚ ଗଁାର କେତେଜଣ ଲୋକଙ୍କୁ ନେଇ ସ୍କୁଲରେ ଖରାପ ହୋଇ ପଡିଥିବା ନଳକୂପ ପାଖରେ ପହଞ୍ଚତ୍ ସଜାଡି ଥିଲେ। ଶେଷରେ ପାଣି ବାହାରିଲା ଏବଂ ପିଲାଙ୍କ ମୁହଁରେ ହସ ଫୁଟିଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ପଞ୍ଚାୟତର ଲାମପଦର ଗଁାରେ ଏଭଳି ଦେଖିବାକୁ ମିଳିଛି ା ସରପଞ୍ଚ ଲାଲମୋହନ କହଁରଙ୍କୁ ଏହି ପ୍ରଚେଷ୍ଟାକୁ ନେଇ ସବୁଠି ପ୍ରସଂଶା କରାଯାଉଛି ା
ଲାମପଦର ଉନ୍ନିତ ଉଚ୍ଚବିଦ୍ୟାଳୟ ପରିସରରେ ଦୁଇଟି ନଳକୂପ ରହିଛି ା ଦୀର୍ଘ ଦୁଇବର୍ଷ ହେବ ଏହି ନଳକୂପ ଅଚଳ ହୋଇ ପଡିଥିଲା। ବହୁବାର ଅଭିଯୋଗ ପରେ ମଧ୍ୟ ଏହା ମରାମତି ହୋଇପାରୁ ନ ଥିଲା ା ସରପଞ୍ଚ ହେବା ପୂର୍ବରୁ ଲାଲମୋହନ ଜଣେ ସାମାଜିକ କର୍ମୀ ଭାବରେ ଅଭିଯୋଗ କରି ଆସୁଥିଲେ ା ଚଳିତ ଥର ସରପଞ୍ଚ ହେବା ନିଜେ ମରାମତି ପାଇଁ ଅଣ୍ଟା ଭିଡିଲେ ା ଗଁାର ଯୁବକ ରଞ୍ଜିତ କହଁର, ଟୁଣିଆଁ କହଁର, ରାମବିଳାଶ କହଁର, ଇନ୍ଦ୍ରମଣି କହଁର ଏହି ନଳକୂପ ମରାମତି କାମରେ ସରପଞ୍ଚଙ୍କୁ ସାହାଯ୍ୟ କରିଥିଲେ ା ଶେଷରେ ମରାମତି କାର୍ଯ୍ୟ ଶେଷ ହେଲା ଏବଂ ପିଲା ପାଣି ପିଇଲେ ା ୧୯୧୪ରୁ ସ୍ଥାପିତ ଏହି ପୁରାତନ ବିଦ୍ୟାଳୟରେ ପ୍ରଥମରୁ ଦଶମ ଯାଏ ଶ୍ରେଣୀ ରହିଛି ା ମୋଟ ୧୩୮ ଛାତ୍ରୀଛାତ୍ର ଏଠାରେ ପାଠ ପଢୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଭାରତ ଆଉ ଏବେ ଓଡିଶା ବୁଲି ପ୍ରକୃତି ସୁରକ୍ଷା ଦେଉଛନ୍ତି ନନ୍ଦିଘୋଷ 

ଦାରିଙ୍ଗବାଡି,୩୧।୧୨ (ଅରୁଣ ସାହୁ ): ପ୍ରକୃତିକୁ ସୁରକ୍ଷା ଦେବା ପାଇଁ ଗାଁଗାଁ ବୁଲି ଜନ ସଚେତନ କରୁଛନ୍ତି ନନ୍ଦିଘୋଷ ଖମାରୀ। ବରଗଡ଼ ଜିଲାର ବାସିନ୍ଦା ନନ୍ଦିଘୋଷ...

ଭାରତ ବନ୍ଦ ଡାକରା ପ୍ରଭାବ: ପର୍ଯ୍ୟଟକ ହଟହଟା

ଦାରିଙ୍ଗବାଡି, ୩୧।୧୨ (ଅରୁଣ ସାହୁ ): ବିଭିନ୍ନ ସଂଗଠନ ପକ୍ଷରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଦେଖିବାକୁ...

କୁହୁଡି ଚାଦର ତଳେ ଦାରିଙ୍ଗବାଡିର ଏକାଧିକ ସ୍ଥାନ: ଯାତାୟତ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୩୧।୧୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ପ୍ଳିହେରି, ସିମନବାଡି, କିରିକୁଟି, ବାଡାବାଙ୍ଗା, ସୁଲୁମାହା, ଡାବୁଲୁମାହା ଆଦି ଅଞ୍ଚଳରେ ଘନ କୁହୁଡି ଯୋଗୁ...

ରାସ୍ତାରେ ହାଇଓ୍ବାର ବ୍ରେକ୍‌ ଫେଲ୍‌, ଉପସ୍ଥିତି ବୁଦ୍ଧି ଖଟାଇଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): ବାଲି ବୋଝେଇ ଏକ ହାଇଓ୍ବା ରାଜପଥ ଉପରେ ବଡ଼ ଦୁର୍ଘଟଣାରୁ ରକ୍ଷା ପାଇଯାଇଛି। ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ବଡ଼ ଧରଣର ବିପଦ...

ମନ୍ଥରଗତିରେ ଚାଲିଛି ଅଞ୍ଚଳର ବିକାଶ କାର୍ଯ୍ୟ, ଏକାଠି ହୋଇ କାର୍ଯ୍ୟ କରିବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସମିତିର ନବମ ଅଧିବେଶନ ବୈଠକ ସମିତିର ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ...

ନିଆରା ସଡ଼କ ସୁରକ୍ଷା ସଚେତନ: ଗୋଲାପ ଫୁଲ ଦେଇ ଗାଡ଼ିଚାଳକଙ୍କୁ କଲେ ସ୍ବାଗତ

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି। ପ୍ରାୟ ସମୟରେ ଛୋଟ ବଡ଼ ଦୁର୍ଘଟଣା ଦେଖାଯିବା ସହ...

ବଢୁଛି ପର୍ଯ୍ୟଟକଙ୍କ ଭିଡ଼, କମୁଛି ଅର୍ଥ ସଂଗ୍ରହ: ବାଟମାରଣା ସନ୍ଦେହ

ଦାରିଙ୍ଗବାଡି,୩୦।୧୨(ଅରୁଣ ସାହୁ): ଶୀତ ଯେମିତି ବଢୁଛି ପର୍ଯ୍ୟଟକଙ୍କ ଦାରିଙ୍ଗବାଡି ବୁଲିବା ସଂଖ୍ୟା ସେମିତି ବୃଦ୍ଧି ପାଉଛି। ପର୍ଯ୍ୟଟକଙ୍କ ବୃଦ୍ଧିକୁ ନଜରରେ ରଖି ଜିଲା ପ୍ରଶାସନ ଓ...

ପର୍ଯ୍ୟଟକଙ୍କ ଭିଡ଼, ଅଳିଆ ଗଦାରେ ଦାରିଙ୍ଗବାଡି:ସ୍ବଚ୍ଛତାକୁ ନେଇ ଉଠିଲା ପ୍ରଶ୍ନ

ଦାରିଙ୍ଗବାଡି,୩୦।୧୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଥିବା ବ୍ଲକ ପ୍ରଶାସନ ପକ୍ଷରୁ ଜଣାପଡିଛି। ତେବେ ପର୍ଯ୍ୟଟକଙ୍କ ପ୍ରଚଣ୍ଡ ଭିଡ଼ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri