୪୮ଘଣ୍ଟା ଏସ୍‌ବିଆଇ ମୁଖ୍ୟ ଶାଖା ବନ୍ଦ

ନବରଙ୍ଗପୁର,୩।୧(ଡି.ଏନ୍‌.ଏ.): ନବରଙ୍ଗପୁର ଏସ୍‌ବିଆଇ ମୁଖ୍ୟ ଶାଖା ୪୮ଘଣ୍ଟା ପାଇଁ ବନ୍ଦ କରାଯାଇଛି। ଏସବିଆଇ ମୁଖ୍ୟ ଶାଖାର ଦୁଇ ଜଣ କର୍ମଚାରୀ କୋଭିଡ୍‌ ସଂକ୍ରମଣ ହେବା ପରେ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ସୋମବାର ଓ ମଙ୍ଗଳବାର ଗ୍ରାହକ ସେବା ସମ୍ପୂର୍ଣ୍ଣ ବନ୍ଦ ରହିବା ନେଇ ନିର୍ଦ୍ଦେଶ ଦିଆଯାଇଛି । ଜିଲାରେ ଦୀର୍ଘ ଦିନର ପରେ ଦୈନିକ ସଂକ୍ରମଣ ବଢିଛି ।

Share