ଗଣତି ପୂର୍ବର କେନ୍ଦ୍ରର ସ୍ଥିତି ଅନୁଧ୍ୟାନ କଲେ ଏସ୍‌ଡିପିଓ

ଗଞ୍ଜାମ,୨୫।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରତି ବ୍ଲକ ମୁଖ୍ୟାଳୟରେ ସକାଳ ୮ଟା ବେଳେ ଭୋଟ୍‌ ଗଣତି ଆରମ୍ଭ ହେବା। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଗଞ୍ଜାମ ଜିଲା ଭାରତୀ ବିଦ୍ୟାପୀଠରେ ଭୋଟ ଗଣତି ହେବାକୁ ଥିବା ବେଳେ ଶୁକ୍ରବାର ସାରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ, ନିର୍ବାଚନ ଅଧିକାରୀ ତଥା ବିଡିଓ ବିଶ୍ୱଜିତ ରାୟ, ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ ପ୍ରମୁଖ ଭୋଟ ଗଣତି କେନ୍ଦ୍ର ଭାରତୀ ବିଦ୍ୟାପୀଠ ସ୍କୁଲ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ। ଗଣତି ବେଳେ ଏଜେଣ୍ଟଙ୍କ ବିନା ଅନ୍ୟ କୌଣସି ବ୍ୟକ୍ତି ସ୍କୁଲ ମଧ୍ୟକୁ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିବା ଥାନା ଅଧିକାରୀ ସାହୁ ସୂଚନା ଦେଇଛନ୍ତି । ଏଥିସହ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ...

ବର୍ଷା ଉଜାଡ଼ିଲା ମୁଗ ଫସଲ

ଧରାକୋଟ,୨୨ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୁଇଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଧରାକୋଟ ଅଞ୍ଚଳର ବିଭିନ୍ନ ପଞ୍ଚାୟତର ଏକର ଏକର ଜମିରେ ପାଣି ଜମି ରହିଛି। ଏହାକୁ...

ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ, ଜାଣନ୍ତୁ କେଉଁ ଦିନ ହେବ ଧାନ କିଣା…

ଗଞ୍ଜାମ,୨୧ା୧୨: ଲଘୁଚାପ ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ। ଡିସେମ୍ବର ୨୩ରୁ ଗଞ୍ଜାମରେ ଧାନ ସଂଗ୍ରହ ନେଇ ତାରିଖ ଧାର୍ଯ୍ୟ ହୋଇଥିବା ବେଳେ...

ଘର ତାଲା ଖୋଲି ସୁନା-ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହିଞ୍ଜିଳିକାଟୁ, ୨୨।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମଠପଦର ସାହିରେ ଜଣଙ୍କ ଘରର ଚାବି ଖୋଲି ଦୁର୍ବୃତ୍ତ ଆଲମାରୀରୁ ସୁନା ଅଳଙ୍କାର ଓ ଅନ୍ୟ...

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା ଅଦିନିଆ ବର୍ଷା: ପାଣିରେ ବୁଡିରହିଛି ପାଚିଲା ଧାନ

ଗଞ୍ଜାମ,୨୨।୧୨(ବିଦ୍ୟାଧର ସାହୁ): ଲଘୁଚାପ ଜନିତ ଅଦିନିଆ ବର୍ଷାରେ ଭାଙ୍ଗିଲା ଚାଷୀଙ୍କ ମେରୁଦଣ୍ଡ l ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ଶହ ଶହ ଭରଣ...

ଅଦିନିଆ ବର୍ଷାରେ ଉଜୁଡ଼ିଲା ଧାନ ଚାଷ: କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମନ୍ତ୍ରୀ

ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଶୁକ୍ରବାର, ଶନିବାର ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri