ହାଇଓ୍ବା ଧକ୍କାରେ ସୁରକ୍ଷାକର୍ମୀଙ୍କ ଜୀବନ ଗଲା

ବଡ଼ବିଲ,୧୬ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣି ଓ ବଡ଼ବିଲ ଥାନା ସୀମା ମନ୍ଦିର ହଟିଂ ଛକ ନିକଟ ଆମ୍ବବାଗାନଠାରେ ବୁଧବାର ଏକ ୧୬ ଚକିଆ ହାଇଓ୍ବା ଟ୍ରକ୍‌ ଜଣେ ବ୍ୟକ୍ତିଙ୍କୁ ଧକ୍କାଦେଇ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ବ୍ୟକ୍ତି ଜଣକଙ୍କର ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ ଜଣେ ସୁରକ୍ଷାକର୍ମୀ ବୋଲି କୁହାଯାଉଛି। ତେବେ ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ

କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

‘ବିଜେଡି ପ୍ରତିଶ୍ରୁତି ଅନୁଯାୟୀ ଷ୍ଟିଲ୍‌ ପ୍ଲାଣ୍ଟ କୁଆଡ଼େ ଗଲା’

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri