କେନ୍ଦୁଝରରେ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ

କେନ୍ଦୁଝର,୨୬।୨(ସ୍ବ.ପ୍ର.) : ଜିଏସ୍‌ଟି ସରଳୀକରଣ ଦାବିରେ ଭାରତ ବ୍ୟବସାୟ ବନ୍ଦ ଡାକରା କେନ୍ଦୁଝର ଜିଲାରେ ଶାନ୍ତିପୂର୍ଣ୍ଣ ଭାବରେ ଆରମ୍ଭ ହୋଇଛି। କେନ୍ଦୁଝର ଜିଲା ବ୍ୟବସାୟୀ ସଂଘ ଏହି ଆନ୍ଦୋଳନ ସାମିଲ ହୋଇଛି। ଫଳରେ କେନ୍ଦୁଝରରେ ସମସ୍ତ ବ୍ୟବସାୟିକ ଦୋକାନ, ବଜାର, ମଲ୍‌ ଆଦି ବନ୍ଦ ରହିବା କିଣାବିକା ଓ ବ୍ୟବସାୟ କାରବାର ବନ୍ଦ ରହିବା ଫଳରେ ଲୋକେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

Share