ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତି

ମହାକାଳପଡ଼ା,୨୬ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼ ମେଡିକାଲର ମେଡିସିନ୍‌ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି।

ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା।  ସରକାର ପୂର୍ବ ପ୍ରସ୍ତୁତି ସ୍ୱରୂପ ଲକ୍ଷାଧିକ ଲୋକଙ୍କୁ ସ୍ଥାନାନ୍ତରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ।...

କାର୍ଯ୍ୟରେ ଯୋଗ ଦେବା ପରେ, ତଦାରଖ କଲେ ବିଡିଓ

ଦାରିଙ୍ଗବାଡି,୨୬।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବଡିଓ ଭାବେ ପ୍ରୀତିରଞ୍ଜନ ରଥ ଶୁକ୍ରବାର ବିଳମ୍ବିତ ରାତିରେ କାର୍ଯ୍ୟରେ ଯୋଗଦେଇଥିଲେ। ପରେ ଶନିବାର ସେ ଦାରିଙ୍ଗବାଡି...

ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ...

ସାନଖେମୁଣ୍ଡିରେ ବାଘ ଆତଙ୍କ, ଟ୍ରାପ୍‌ କ୍ୟାମେରା ଖଞ୍ଜିଲା ବନ ବିଭାଗ

ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ନରସିଂହ ଗଡ଼ ଗ୍ରାମ ନିକଟ ରତନେଇ ସଂରକ୍ଷିତ ଜଙ୍ଗଲରେ ଶନିବାର ସକାଳେ...

ଶିବାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜି ମିଳିଲା…

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ ଅସହାୟ ଓ ବିପନ୍ନଙ୍କ ପାଇଁ ସାହାରା ସାଜିଥିଲେ ଆଶାକର୍ମୀ । ଆଜି ଶିବାନୀଙ୍କ ଘରେ ପହଞ୍ଚି ସରକାର ବଢ଼ାଇଲେ ସହାୟତାର ହାତ।...

ଜଙ୍ଗଲରୁ ମଳିଲା ମହିଳାଙ୍କ ମୃତଦେହ: ହତ୍ୟା କରି…

ଶେରଗଡ,୨୬ା୧୦(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ ବ୍ଳକ ଅଧୀନ ବାଦଗଡ ଗ୍ରାମ ଠାକୁରାଣୀ ମନ୍ଦିର ନିକଟସ୍ଥ ଶାଗୁଆନ ଜଙ୍ଗଲରୁ ଜଣେ ମହିଳାଙ୍କ ମୃତଦେହ ଜବତ...

ଆପାର୍ଟମେଣ୍ଟରେ ଲାଗିବ IP କ୍ୟାମେରା

ଭୁବନେଶ୍ୱର,୨୬ା୧୦: ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି।...

ରାଜ୍ୟପାଳଙ୍କୁ ମୁହାଁମୁହିଁ ଚେତାବନୀ: ରାଜନୀତିରୁ…

ଭୁବନେଶ୍ୱର,୨୬।୧୦: ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ସକ୍ରିୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଅଭିଯୋଗ କରିଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri