ଠେଙ୍ଗାରେ ପିଟିପିଟି ଜନ୍ମଦାତାଙ୍କ ଜୀବନ ନେଲେ ପୁଅ

ଦେବଗଡ଼,୨୩ା୮(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ରଙ୍ଗିଆଟିକ୍ରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଠେଙ୍ଗା ମାଡ଼ରେ ଜନ୍ମଦାତାଙ୍କ ଜୀବନ ଯାଇଛି।
ସୂଚନା ଅନୁଯାୟୀ, ଶନିବାର ରାତିରେ ଗୋବିନ୍ଦ ମୁଣ୍ଡା(୬୦) ଓ ତାଙ୍କ ପୁଅ ଅମୂଲ୍ୟ(୩୫) ଘରକୁ ଫେରିବା ପରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ନିଶାସକ୍ତ ଅବସ୍ଥାରେ ପୁଅ ଅମୂଲ୍ୟ ବାପା ଗୋବିନ୍ଦଙ୍କୁ ଠେଙ୍ଗାରେ ନିସ୍ତୁକ ମାଡ଼ ମାରିଥିଲେ। ପରେ ଏକ ଟାଙ୍ଗିଆରେ ଆକ୍ରମଣ କରିବାକୁ ଗୋଡ଼ାଉ ଥିବାବେଳେ ଗୋବିନ୍ଦଙ୍କ ସାନପୁଅ ଗଣ ମୁଣ୍ଡା ବାପାଙ୍କୁ ଉଦ୍ଧାର କରି ଗାଁମୁଣ୍ଡରେ ଥିବା ଲକ୍ଷ୍ମୀପୂଜା ମଣ୍ଡପରେ ନେଇ ରଖିଥିଲେ। କିନ୍ତୁ ରବିବାର ସକାଳେ ଉକ୍ତ ମଣ୍ଡପରେ ଗୋବିନ୍ଦଙ୍କର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଫଳରେ ଗ୍ରାମବାସୀ ହତ୍ୟାକାରୀ ପୁଅ ଅମୂଲ୍ୟଙ୍କୁ ଘେରି ରହିବା ସହ ଏ ସମ୍ପର୍କରେ ସାନପୁଅ ଗଣ ପୋଲିସକୁ ଜଣାଇଥିଲେ ା ଦେବଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ହତ୍ୟାକାରୀ ଅମୂଲ୍ୟଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ

କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି...

ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ

ମୁରିବାହାଲ,୩୦।୩: ବଲାଙ୍ଗୀର ଜିଲା ମୁରିବାହାଲ ଥାନା ସେମିଲପାଲି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଏକ ବନ୍ଦ ଘରୁ ଯୁବତୀ ଏବଂ ଯୁବକଙ୍କ...

ପାଳନ ହେଲା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

ପଦ୍ମପୁର,୩୦ା୩(ପ୍ରଦୀପ୍ତ ଦାଶ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ...

କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା

କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି...

କଲେଜ ଯାଇ ଘରକୁ ଫେରିନାହାନ୍ତି ନାବାଳିକା ଝିଅ, ଅପହରଣକାରୀଙ୍କ ଗିରଫ ଦାବିରେ ଧାରଣା

ଚାନ୍ଦବାଲି,୩୦ା୩(ଅଶୋକ ପଣ୍ଡା): ନାବାଳିକା ଝିଅକୁ ଅପହରଣ ଘଟଣାରକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ବିଫଳ। ଅପହରଣକାରୀଙ୍କୁ ଗିରଫ ଦାବିକରି...

ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦...

ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟର...

ଫୋନ୍‌ କରି ପାଖକୁ ଡାକି ଭାଜପା କର୍ମୀଙ୍କୁ ଗୁଳି କଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ

କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଆଠଗଡ଼ ପାଟଣା ଜନୈକ ଭାଜପା କର୍ମୀଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ ଅତି ନିକଟରୁ ହୋଇଥିବା ଜଣାପଡ଼ିଛି।କପାଳକୁ ଗୋଟିଏ ରାଉଣ୍ଡ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image