ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୪୫ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର ବଢ଼ିଚାଲିଛି। ଯାହାକି ଚିନ୍ତାର ବିଷୟ ହୋଇଛି।

Share