ମୁମ୍ବାଇ,୨୩।୧୦: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ପ୍ରାୟ ୯୩୧ (୯୩୦.୫୫) ପଏଣ୍ଟ କମି ୮୦,୨୨୧ (୮୦,୨୨୦.୭୨) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୩୦୯ (୩୦୯.୦୦) ପଏଣ୍ଟ ହ୍ରାସ ଘଟି ୨୪,୪୭୨(୨୪,୪୭୨.୧୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।
ଧାନରେ ଇନ୍ପୁଟ୍ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...
ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…
ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...
ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର
ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...
ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...
୬ ବଲ୍ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…
ଅବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
Archives


