ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୫।୯ (ଅଭୟ ଦାଶ): କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ବୁଧବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୦୩ (୨୦୨.୮୦) ପଏଣ୍ଟ କମି ୮୨,୩୫୩(୮୨,୩୫୨.୬୪) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୮୧ (୮୧.୧୫) ପଏଣ୍ଟ ହ୍ରାସ ଘଟି ୨୫,୧୯୯ (୨୫,୧୯୮.୭୦) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ...

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ...

ଜିଓର ଦୀପାବଳି ଅଫର, ମାତ୍ର ଏତିକି ଟଙ୍କାରେ ମିଳିବ ଅନଲିମିଟେଡ ୫ଜି ଡାଟା

ନୂଆଦିଲ୍ଲୀ,୨୩।୧୦: ଦେଶର ଲୋକପ୍ରିୟ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଦୀପାବଳି ଅଫର ଭାବରେ ମାଗଣା ଇଣ୍ଟରନେଟ ସୁବିଧା ଯୋଗାଉଛି। ଏହାପୂର୍ବରୁ ସେପ୍ଟେମ୍ବରରେ କମ୍ପାନୀ ଏୟାରଫାଇବର ସହିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୩।୧୦: ଚଳିତ ପାର୍ବଣ ଋତୁରେ ପ୍ରତ୍ୟେକ ଅବସରକୁ ସ୍ବତନ୍ତ୍ର କରିବା ପାଇଁ ଗ୍ରାହକମାନେ ଆମାଜନ ଡଟ୍‌ ଇନ୍‌ର ଫେଷ୍ଟିଭ ଗିଫ୍ଟିଙ୍ଗ ଷ୍ଟୋରକୁ ଅନ୍ବେଷଣ କରିପାରିବେ। ଏପରିକି...

ଖସିଲା ଶେୟାର ବଜାର

ମୁମ୍ବାଇ,୨୩।୧୦: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ...

ଓଡ଼ିଶା ବଜାରରେ ଜିନ୍ଦଲ ପାନ୍ଥର ସିମେଣ୍ଟ

ଭୁବନେଶ୍ୱର,୨୩।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଜେଏସ୍‌ପିଏଲ୍‌)ର ସହାୟକ କମ୍ପାନୀ ଜିନ୍ଦଲ ପାନ୍ଥର ସିମେଣ୍ଟ (ଜେପିସି)...

ଲାଇଫ୍‌ ଷ୍ଟାଇଲର ଅଲ୍‌ ନ୍ୟୁ କଲେକ୍ସନ

ନୂଆଦିଲ୍ଲୀ,୨୩।୧୦: ଲାଇଫ୍‌ଷ୍ଟାଇଲ୍‌’ର ଅଲ ନ୍ୟୁ କଲେକ୍ସନର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଚଳିତ ପାର୍ବଣ ଋତୁର ସ୍ବତନ୍ତ୍ର ଫେଷ୍ଟିଭ କଲେକ୍ସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri