ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୧୨।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୩୦(୨୩୦.୦୫) ପଏଣ୍ଟ କମି ୮୧,୩୮୧ (୮୧,୩୮୧.୩୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୩୪ (୩୪.୨୦) ପଏଣ୍ଟ ହ୍ରାସ ଘଟି ୨୪,୯୬୪ (୨୪,୯୬୪.୨୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

ବନ୍ଧନ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୫।୧୦: ବନ୍ଧନ ମ୍ୟୁଚୁଆଲ ଫଣ୍ଡ (ବିଏମ୍‌ଏଫ୍‌)ର ନୂତନ ଉତ୍ପାଦ ‘ବନ୍ଧନ ନିଫ୍ଟି ୫୦୦ ଭାଲ୍ୟୁ ୫୦ ଇଣ୍ଡେକ୍ସ ଫଣ୍ଡ୍‌ ଓ ବନ୍ଧନ ନିଫ୍ଟି ୫୦୦ ମୋମେଣ୍ଟମ୍‌...

୧୦ ଦିନରେ ୧୩୪%ର ଅଭିବୃଦ୍ଧି ହାସଲ

ନୂଆଦିଲ୍ଲୀ,୧୫।୧୦: ଭାରତରେ ପାର୍ବଣ ଋତୁ ବ୍ୟବସାୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଅବଧିକୁ ଚିହ୍ନିତ କରୁଛି। ଏହି ଗୁରୁତ୍ୱପୂର୍ଣ୍ଣ କର୍ପୋରେଟ ଆବଶ୍ୟକତାକୁ ସମ୍ବୋଧିତ କରି ଭାରତର ଅଗ୍ରଣୀ ବି୨ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri