ପଥର ହଟିଲା, ମରାମତି ପରେ ସ୍ବାଭାବିକ ହେଲା ରେଳ ଚଳାଚଳ

ନନ୍ଦପୁର, ୧୨।୭(ଶଙ୍କର ପୂଜାରୀ): କୋଟଭାଲସା ଓ ବରା ଷ୍ଟେଶନ ମଧ୍ୟଭାଗରେ ପାହାଡ ଉପରୁ ସୋମବାର ଏକ ବଡ଼ ପଥର ଖସି ରେଳ ଧାରଣାରେ ପଡ଼ିଥିଲା। ଫଳରେ ସୋମବାର ସନ୍ଧ୍ୟାରୁ ବିଶାଖାପାଟଣା-କିରାଣ୍ଡୁଲ ରେଳ ଧାରଣାରେ ରେଳ ଚଳାଚଳ ବନ୍ଦ ରହିଥିଲା। ଏହି ରୁଟ୍‌ରେ ଚଳାଚଳ କରୁଥିବା ସମସ୍ତ ଟ୍ରେନ୍‌ର ଗତିପଥ ବଦଳାଯାଇଥିଲା। ଯୁଦ୍ଧକାଳୀନ ଭିତ୍ତିିରେ ମରାମତି କରି ପଥର ହଟାଇବା ପରେ ଉକ୍ତ ରୁଟ୍‌ରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଛି। ଏହି କାର୍ଯ୍ୟକୁ ୱାଲ୍‌ଟିୟର ଡିଭିଜନର ଡିଆର୍‌ଏମ୍‌ ଅନୁପ ଶତପଥୀ ଘଟଣା ସ୍ଥଳରେ ଉପସ୍ଥିତ ରହି ତଦାରଖ କରୁଥିଲେ। କାର୍ଯ୍ୟ ଶେଷ ହେବା ପରେ ମଙ୍ଗଳବାର ମଧ୍ୟାହ୍ନ ୧୨ରୁ ଉକ୍ତ ରୁଟ୍‌ରେ ରେଳ ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ଅନ୍ଧାରରେ ୩ ଗାଁ, ପ୍ରତିବାଦରେ ରାସ୍ତାରେ ବସିଲେ ଗ୍ରାମବାସୀ

ପରଜଙ୍ଗ,୨୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବଡ଼କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର ଜାମୁନାଳି ଗାଁ ନିକଟରେ ବିଦ୍ୟୁତ୍‌ ସମସ୍ୟାକୁ ନେଇ ଗୁରୁବାର ସକାଳୁ ରାସ୍ତାରୋକୋ...

ଦୀର୍ଘବର୍ଷ ହେଲା ନିଯୁକ୍ତି ନାହିଁ, ଆମରଣ ଅନଶନରେ ବସିଲେ ସମବାୟ ସମିତି ବୋର୍ଡ ସଦସ୍ୟ

ଦାରିଙ୍ଗବାଡ଼ି,୨୦ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ବୃହତ ବହୁମୁଖୀ ସମବାୟ ସମିତି ଲିଃ ସମ୍ମୁଖରେ ଗୁରୁବାର ସକାଳୁ ସମିତିର ବୋର୍ଡ ସଦସ୍ୟମାନେ ଆମରଣ ଅନଶନରେ...

ଅନ୍‌ଲାଇନରେ ଓଏସ୍‌ଆର୍‌ଟିସି ଟିକେଟ ମୂଲ୍ୟ ଫେରସ୍ତ ଉଦ୍ୟମ କରି ଲକ୍ଷେ ହରାଇଲେ

ବ୍ରହ୍ମପୁର,୨୦।୩(ସୁବାସ ଚନ୍ଦ୍ର ପାଢ଼ୀ): ଅନଲାଇନରେ ଓଏସଆରଟିସି କଷ୍ଟମର କେୟାର ନମ୍ବର ସଂଗ୍ରହ କରି ଯୋଗାଯୋଗ ବେଳେ ଠକେଇର ଶିକାର ହୋଇଛନ୍ତି ଜଣେ ଯୁବତୀ। ଓଏସଆରଟିସି ବସର...

ୱାଲଟିୟର ଡିଆରଏମ୍‌ଙ୍କ ପାରଳାଖେମୁଣ୍ଡି ଗସ୍ତ

ପାରଳାଖେମୁଣ୍ଡି,୨୦ା୩(ଗିରିଧାରୀ ପରିଚ୍ଛା): ୱାଲଟିୟର ଡିଆରଏମ ବୁଧବାର ପାରଳାଖେମୁଣ୍ଡି ଗସ୍ତରେ ଆସି ପାରଳାଖେମୁଣ୍ଡି ରେଳ ଷ୍ଟେଶନର ସମୀକ୍ଷା କରିଛନ୍ତି। ନିକଟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅମୃତ ଭାରତ...

ଦୁଇ ବ୍ୟବସାୟୀଙ୍କ ଘରେ ଆୟକର ଚଢଉ, ଆୟକର ଫାଙ୍କିବା ଅଭିଯୋଗରେ…

ଗଜପତି,୨୦।୩(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ଗୁରୁବାର ଭୋରରେ ପାରଳାଖେମୁଣ୍ଡି ସୁଣ୍ଡି ସାହିର ଦୁଇ ବ୍ୟବସାୟୀ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ...

ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ମାମଲା, ଭରସୁଜା ସରପଞ୍ଚ ନିଲମ୍ବିତ

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ): କ୍ଷମତାର ଦୂରୁପଯୋଗ କରି ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ଘଟଣାରେ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ସରପଞ୍ଚ ପ୍ରମିଳା ସାହୁଙ୍କୁ ନିଲମ୍ବନ...

ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିବାର ୧ ମାସ ପରେ, ଜଗବନ୍ଧ ଗ୍ରାମରୁ ଗଡିଲା ଲକ୍ଷ୍ମୀ ବସ

ଡୁଙ୍ଗୁରିପାଲି ୨୦।୩(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ଗଜବନ୍ଧ ଗ୍ରାମପଞ୍ଚାୟତରେ ବୁଧବାର ସକାଳ ୭ଟାରୁ ଲକ୍ଷ୍ମୀ ବସ ବାହାରି ଡୁଙ୍ଗୁରିପାଲି ବ୍ଲକ...

ନାମଲେଖା ନିୟମ ପରିବର୍ତ୍ତନ ଦାବି କଲା ଅଭିଭାବକ ମହାସଂଘ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ଜାତୀୟ ଶିକ୍ଷାନୀତି ଅନୁସାରେ ରାଜ୍ୟରେ ନାମଲେଖା ପ୍ରକ୍ରିୟାକୁ ଓଡିଶା ଅଭିଭାବକ ମହାସଂଘ ବିରୋଧ କରିଛି। ସେଭଳି ଢଙ୍ଗରେ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବା ପାଇଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image