ସ୍ଥଳଭାଗ ଛୁଇଁଲା ‘ଦାନା’ର ବାହ୍ୟବଳୟ , ଆକାଶରେ ଘୋଟି ଆସିଲାଣି…

ଭୁବନେଶ୍ୱର,୨୩।୧୦: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ପାରାଦୀପ ରାଡାରର ତଥ୍ୟ ଅନୁସାରେ ମିଳିଛି ବଡ଼ ସୂଚନା। ଭଦ୍ରକ ଓ କେନ୍ଦ୍ରାପଡ଼ାର କିଛି ଅଞ୍ଚଳ ଛୁଇଁଛି ବାତ୍ୟାର ବାହ୍ୟବଳୟ। ଏହା ପ୍ରଭାବରେ ବର୍ଷା ଆରମ୍ଭ ହୋଇ ଯାଇଛି। ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ ବର୍ଷା ସହ ପବନ ଆରମ୍ଭ ହୋଇଛି। ବଙ୍ଗୋପସାଗରରେ ଗଭୀର ଅବପାତ, ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ମାଡି ଆସୁଛି। କ୍ରମେ ଏହାର ଭୀଷଣ ବାତ୍ୟା ରୂପ ନେଇ ଧାମରାରୁ ଭିତରକନିକା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ପୂର୍ବରୁ ବାତ୍ୟା ୧୮ କିଲୋମିଟର ବେଗରେ ଗତି କରୁଥିବାବେଳେ ଏବେ ଏହାର ଗତିରେ ଧୀରତା ଆସି ୧୫ କିଲୋମିଟରକୁ ହ୍ରାସ ପାଇଛି । ଫଳରେ ସମୁଦ୍ର ଭିତରେ ଏହାର ଅଧିକ ଶକ୍ତିଶାଳୀ ହେଉଥିବା କୁହାଯାଉଛି । ଏବେ ସୁଦ୍ଧା ମିଳିଥିବା ପାଣିପାଗ ବିଭାଗ ସୂଚନା ମୁତାବକ, ଏବେ ପାରାଦୀପ ଠାରୁ ପ୍ରାୟ ୫୦୦ କିମି ଦୂରରେ ରହିଛି ବାତ୍ୟା ଦାନା।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ଲାଲ୍‌ବାହିନୀରେ ରହି କରୁଥିଲେ…

ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ...

ଭୀଷଣ ବାତ୍ୟା ରୂପ ନେଇ ମାଡ଼ିଆସୁଛି ‘ଦାନା’, ସତର୍କ ସୂଚନା ଜାରି

ଭୋଗରାଇ,୨୩ା୧୦(ପ୍ରଦୀପ ଦାସ): ପୂର୍ବ ମଧ୍ୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ‘ଦାନା’ ନାମିତ ସାମୁଦ୍ରିକ ଝଡ଼ ଅତି ଭୀଷଣ ବାତ୍ୟା ରୂପନେଇ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେଉଥିବା...

‘ଦାନା’ ପାଇଁ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ...

ଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହ

ବଲାଙ୍ଗୀର,୨୩ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବୈଦିପାଲି ଗାଁ ନିକଟ ପତ୍ରା ଜଙ୍ଗଲରେ ବୁଧବାର ସକାଳେ ଜଣେ ଗର୍ଭବତୀ ମହିଳାଙ୍କ ଗଳିତ ମୃତଦେହ...

Featured Video Play Icon

ଭୟଙ୍କର ଗର୍ଜନ କରୁଛି ସମୁଦ୍ର! ଚିତ୍ର ଦେଖିଲେ…

ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ...

‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଅଭିମୁଖେ ଆସୁଥିବାବେଳେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ...

କେନ୍ଦ୍ରାପଡ଼ା-ଧାମରାକୁ ବଢ଼ିଲା ବିପଦ; ସତର୍କ ରୁହନ୍ତୁ ପୁରୀବାସୀ!, ବିପଦ ସଙ୍କେତ ଜାରି…

ଭୁବନେଶ୍ୱର,୨୩।୧୦: ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା...

ଛାନିଆ କଲାଣି ‘ଦାନା’; ବିରୋଧୀ ଦଳ ନେତା ନବୀନ ଦେଲେ ଏଭଳି ବାର୍ତ୍ତା

ଭୁବନେଶ୍ୱର,୨୩।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବୁଧବାର ବାତ୍ୟାର ରୂପ ନେଇଛି। ଏବେ ଏହା ଘଣ୍ଟାପ୍ରତି ୧୮ କିମି ବେଗରେ ଉପକୂଳ ମୁହାଁ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri