ପ୍ରଭାବ ଦେଖାଇବା ଆରମ୍ଭ କଲାଣି ବାତ୍ୟା, ଏହି ୪ ଜିଲାରେ କରିବ ତାଣ୍ଡବ!

ଭୁବନେଶ୍ୱର,୨୩।୧୦: ୪ ଜିଲାରେ ବାତ୍ୟାର ପ୍ରଭାବ ବେଶି ରହିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକରେ ବେଶି ପ୍ରଭାବ ପଡିବ। ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ସମ୍ଭାବନା ରହିଛି। ଅନ୍ୟ ପାଶ୍ବବର୍ତ୍ତୀ ଜିଲା ପୁରୀ, ଖୋର୍ଦ୍ଧା(ଭୁବନେଶ୍ବର), କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳରେ ମଧ୍ୟ ପ୍ରବଳ ବର୍ଷିବ। ବର୍ଷା ସହ ୬୦-୮୦ ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି।

ଅନ୍ୟପଟେ ଆଇଏମ୍‌ଡି ଡିଜି କହିଛନ୍ତି, ଭିତରକନିକା, ଧାମରା ପାଖରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା। ୨୪ ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁଲା ବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ଲାଲ୍‌ବାହିନୀରେ ରହି କରୁଥିଲେ…

ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ...

ଭୀଷଣ ବାତ୍ୟା ରୂପ ନେଇ ମାଡ଼ିଆସୁଛି ‘ଦାନା’, ସତର୍କ ସୂଚନା ଜାରି

ଭୋଗରାଇ,୨୩ା୧୦(ପ୍ରଦୀପ ଦାସ): ପୂର୍ବ ମଧ୍ୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ‘ଦାନା’ ନାମିତ ସାମୁଦ୍ରିକ ଝଡ଼ ଅତି ଭୀଷଣ ବାତ୍ୟା ରୂପନେଇ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେଉଥିବା...

‘ଦାନା’ ପାଇଁ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ...

ଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହ

ବଲାଙ୍ଗୀର,୨୩ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବୈଦିପାଲି ଗାଁ ନିକଟ ପତ୍ରା ଜଙ୍ଗଲରେ ବୁଧବାର ସକାଳେ ଜଣେ ଗର୍ଭବତୀ ମହିଳାଙ୍କ ଗଳିତ ମୃତଦେହ...

Featured Video Play Icon

ଭୟଙ୍କର ଗର୍ଜନ କରୁଛି ସମୁଦ୍ର! ଚିତ୍ର ଦେଖିଲେ…

ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ...

‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଅଭିମୁଖେ ଆସୁଥିବାବେଳେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ...

କେନ୍ଦ୍ରାପଡ଼ା-ଧାମରାକୁ ବଢ଼ିଲା ବିପଦ; ସତର୍କ ରୁହନ୍ତୁ ପୁରୀବାସୀ!, ବିପଦ ସଙ୍କେତ ଜାରି…

ଭୁବନେଶ୍ୱର,୨୩।୧୦: ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା...

ଛାନିଆ କଲାଣି ‘ଦାନା’; ବିରୋଧୀ ଦଳ ନେତା ନବୀନ ଦେଲେ ଏଭଳି ବାର୍ତ୍ତା

ଭୁବନେଶ୍ୱର,୨୩।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବୁଧବାର ବାତ୍ୟାର ରୂପ ନେଇଛି। ଏବେ ଏହା ଘଣ୍ଟାପ୍ରତି ୧୮ କିମି ବେଗରେ ଉପକୂଳ ମୁହାଁ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri