ସ୍କୁଟି ରଖି ନଦୀକୁ ଡେଇଁଲେ ଅଜଣା ବ୍ୟକ୍ତି, ଅଗ୍ନିଶମ ବିଭାଗର ସନ୍ଧାନ ଜାରି

ଛତ୍ରପୁର,୨୩।୧୦ ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ: ଗଞ୍ଜାମ ଥାନା ଅଧିନ ଋଷିକୁଲ୍ୟା ପୋଲ ନିକଟରେ ସ୍କୁଟି ରଖି ନଦୀକୁ ଡେଇଁ ପଡିଛନ୍ତି ଜଣେ ଅଜଣା ବ୍ୟକ୍ତି। ଘଟଣାର ଖବର ପାଇଁ ଅଗ୍ନିଶମ ବିଭାଗ ଓ ଗଞ୍ଜାମ ପୋଲିସର ତଦନ୍ତ କରୁଛି। କିଏ ଓ କାହିଁକି ଏପରି କରିଛନ୍ତି ତାହା ଜଣାପଡିନାହିଁ।

ପୋଲ ନିକଟରେ ରହିଛି ସ୍କୁଟି, ଚପଲ, ଗ୍ୟାସ ପାସ ବୁକ ଏବଂ କିଛି ପିଆଜ ପଡିରହିଛି। ରୁଷିକୁଲ୍ୟ ନଦୀ ଭିତରେ ପଶି ଅଗ୍ନିଶମ ବିଭାଗ ସନ୍ଧାନ ଜାରି ରଖିଛି। ତେବେ କିଏ ଏହିଭଳି କରିଛି ତାହା ଜଣାପଡି ନ ଥିବାବେଳେ କିଛି ଦିନ ତଳେ ଏହିପରି ଘଟଣା ଘଟିଥିଲା। ବ୍ରହ୍ମପୁର ଜଣେ ବ୍ୟକ୍ତି ଗାଡି ରଖି ପୋଲ ଉପରୁ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବାବେଳେ ପୁଣି ଆଜି ସକାଳୁ ଏହିପରି ଘଟଣା ଘଟିଛି। ଏବେ ବି ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ମତ୍ସ୍ୟଜୀବୀମାନେ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ, ୨ ଗୁରୁତର

ଭଦ୍ରକ, ୨୩।୧୦(ସନାତନ ରାଉତ): ଭଦ୍ରକ ଜିଲା ଆଗରପଡା ଥାନା ଅନ୍ତର୍ଗତ ବଡ ମହିଷଗୋଠ ଗ୍ରାମରେ ପୂର୍ବ ଶତ୍ରୁତାରୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗ୍ରାମର...

ଖଣିରୁ ବେଆଇନ ପଥର ଚୋରାଚାଲାଣ

କେନ୍ଦୁଝର,୨୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ନୂଆବରିପାଳ, ଓସ୍ତପୁରା ଓ ଭୋଳନୂଆଗାଁ ପଥର ଖଣିରେ ବେଆଇନଭାବେ ପଥର ଚୋରାଚାଲାଣ ହେଉଛି। ନୀତିନିୟମ,...

କଳାବଜାରୀ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଚଢ଼ାଉ

ଭଦ୍ରକ, ୨୩।୧୦(ସନାତନ ରାଉତ)- ସମ୍ଭାବ୍ୟ ବାତ୍ୟା ପାଇଁ ଆଳୁ, ପିଆଜ, ପରିବା ଦରରେ କଳାବଜାରୀ ଓ ଚଢ଼ା ଦରରେ ବିକ୍ରି ରୋକିବା ପାଇଁ ପ୍ରଶାସନ ପକ୍ଷରୁ...

ହିତାଧିକାରୀଙ୍କ ଇ-କଓ୍ବୋଇସି କରିବାକୁ ସୁରଟ ଯାଇଥିଲେ ଯୋଗାଣ ସହାୟକ: ପଡ଼ିଲା ଭାରି ମହଙ୍ଗା, ଆଇଲା ବେଳକୁ ନାହିଁ

ବୁଗୁଡ଼ା,୨୩।୧୦(କାଳିଚରଣ ଦାଶ): କୌଣସି ଅନୁମତି ନ ନେଇ ହିତାଧିକାରୀମାନଙ୍କ ଇ-କେୱାଇସି କରିବା ପାଇଁ ମେଶିନ ଧରି ସୁରଟ ଯାଇଥିବା ବୁଗୁଡ଼ା ବ୍ଲକ ଭାମଶ୍ୟାଳି ପଞ୍ଚାୟତର ଯୋଗାଣ...

ଜୀବନଜୀବିକା ହେବ ସହଜ, ଶହ ଶହ ହେକ୍ଟର ଜମିକୁ ସେଚନ ବ୍ୟବସ୍ଥା

ଦାରିଙ୍ଗବାଡି,୨୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମାତ୍ର ୧୦ ପ୍ରତିଶତ ଜଳ ସେଚିତ ଜମି ରହିଛି। ଭୌଗୋଳିକ ସ୍ଥିତି ଦେଖିଲେ ପାହାଡିଆ ଓ...

କୁଚିଣ୍ଡା ନାବାଳିକା ଗଣବଳାତ୍କାର ମାମଲା: ମନ୍ତ୍ରୀଙ୍କ ଇସ୍ତଫା ଦାବିକଲା ବିଜେଡି

କୁଚିଣ୍ଡା,୨୩ା୧୦(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଜଣେ ଦଳିତ ନାବାଳିକାଙ୍କୁ ଅପହରଣ ପରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ରାଜନୈତିକ...

ପାଟଣାର ଝିଅ ପ୍ରିୟଦର୍ଶିନୀପାଇଲେ ଓଏଏସ୍: କହିଲେ ମହିଳା ସଶକ୍ତୀକରଣ ପାଇଁ…

ପାଟଣା,୨୨ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ତଣ୍ଡୋ ଗ୍ରାମର ପ୍ରୀୟଦର୍ଶିନୀ ନାଏକ ଓଡ଼ିଶା ପ୍ରଶାସନିକ ସେବାରେ ୬୫୬ ର଼୍ୟାଙ୍କ ରଖି...

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ: କେଉଁଠି ରହିବେ ବିପନ୍ନ

ତିହିଡ଼ି,୨୩।୧୦(ସଞ୍ଜିତ ବଳ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଲୋକେ ଆତଙ୍କିତ। ଏହାର ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବିପନ୍ନଙ୍କ ଆଶ୍ରୟ ପାଇଁ ଖୋଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri