ସପ୍ତାହେ ହେବ ଜଳୁନି ଷ୍ଟ୍ରିଟ ଲାଇଟ

ଆଳି,୩ା୯(ଡି.ଏନ.ଏ.): ରାଜ୍ୟ ସରକାର ଗଁା ଗହଳିଠାରୁ ଆରମ୍ଭ କରି ବଜାର ଘାଟ ସବୁ ସ୍ଥାନରେ ଆଲୋକୀକରଣ ନିମନ୍ତେ ଷ୍ଟ୍ରିଟ ଲାଇଟର ବ୍ୟବସ୍ଥା କରିଛନ୍ତି। ଏହି ଅବସରରେ ଆଳି ବ୍ଲକ ନିଆଳ ପଞ୍ଚାୟତର ହାଟ ନିକଟରୁ ଆଳି ରାଜବାଟି ପର୍ଯ୍ୟନ୍ତ ଆଲୋକୀକରଣ ନିମନ୍ତେ ଷ୍ଟ୍ରିଟ ଲାଇଟ ଲଗାଯାଇଛି। ଏହି ଆଲୋକୀକରଣ ପରେ ନିଆଳ ଗ୍ରାମ ଆଲୋକୀକରଣ ହେବା ସହ ମହାବୀର ବଜାର, ତହସିଲ ରୋଡ, ଦେମାଳ ଆଦି ଗ୍ରାମ ଆଲୋକିତ ହୋଇଥିଲା। କିନ୍ତୁ ସପ୍ତାହେ ହେବ ନିଆଳ ପଞ୍ଚାୟତ କାର୍ଯ୍ୟାଳୟଠାରୁ ମହାବୀର ବଜାର ପର୍ଯ୍ୟନ୍ତ ଲାଗିଥିବା ଷ୍ଟ୍ରିଟ ଲାଇଟ ଜଳୁନାହିଁ। ଫଳରେ ମହାବୀର ବଜାର ସମ୍ପୂର୍ଣ୍ଣ ଭାବେ ଅନ୍ଧାର ରହିଛି। ବଜାର ଆଲୋକୀକରଣ ନିମନ୍ତେ ଲାଗିଥିବା ଏହି ଷ୍ଟ୍ରିଟ ଲାଇଟ ଅଚଳ ହୋଇ ପଡିଥିବାରୁ ସାଧାରଣ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଏହି ଷ୍ଟ୍ରିଟ ଲାଇଟ ମରାମତି କରିବା ନିମନ୍ତେ ମହାବୀର ବଜାରର ବ୍ୟବସାୟୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ କେଜି ଗଞ୍ଜେଇ, ଲକ୍ଷ୍ୟଧିକ ଆତ୍ମସାତ: ଏସଆଇ ନିଳମ୍ବିତ, ୨ ଏଏସଆଇ, ୨ କନଷ୍ଟେବଳ ବଦଳି

ଖୋର୍ଦ୍ଧା,୨୬।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲାରେ ଗଠେଇ ଚୋରା ମଦ, ଧଳା ଜହର କାରବାର ବଢିବାରେ ଲାଗିଛି। ଜିଲାର ବୋଲଗଡ ଓ ବେଗୁନିଆ ବ୍ଲକରେ ନିଶା...

୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ...

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ : ଫଟୋ ଭାଇରାଲ କରି ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଦଶମ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ସବୁବେଳେ ପିଛା କରି ତାଙ୍କୁ ଆପତ୍ତିଜନକ ମନ୍ତବ୍ୟ...

ଦାରିଙ୍ଗବାଡିରେ ଷ୍ଟ୍ରବେରୀ ଚାଷ ସମ୍ପର୍କିତ ଶିକ୍ଷା ହାସଲ କଲେ ଧନ୍ଦାମୂଳକ ଯୁକ୍ତ ୨ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଧନ୍ଦାମୂଳକ ଯୁକ୍ତ ୨ ଛାତ୍ରୀଛାତ୍ର ଚାଷ ସମ୍ପର୍କିତ ଶିକ୍ଷା ପ୍ରାପ୍ତ...

ତ୍ୱରାନ୍ୱିତ ହେଲା ଧାନ ସଂଗ୍ରହ ପ୍ରକ୍ରିୟା: ପୂର୍ବ ବର୍ଷ ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର,୨୬।୧୧: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଧାନ ସଂଗ୍ରହରେ ପୂର୍ବପେକ୍ଷା ସ୍ୱଚ୍ଛତା ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ...

ସ୍ତ୍ରୀଙ୍କୁ ପ୍ରତାରଣା କରି ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ସ୍ଵାମୀଙ୍କ ନାଁ ରେ ଏତଲା

ଦିଗପହଣ୍ଡି,୨୬।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କୁ ତାଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି...

ଆଉ ୬ ମାସ ଛୁଟିରେ ଯାଇଥାନ୍ତେ ସୁଜାତା କାର୍ତ୍ତିକେୟନ: ମୋହନ ସିଧା କହିଲେ…

ଭୁବନେଶ୍ୱର, ୨୬।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ବଡ଼ ଝଟ୍‌କା...

ଅନାଥ ପିଲାମାନଙ୍କୁ ପୋଷ୍ୟ ସନ୍ତାନ କରିବେ ଓଡ଼ିଶା ବିଧାୟକ, ମନ୍ତ୍ରୀ!

ଭୁବନେଶ୍ୱର,୨୬।୧୧: ଓଡ଼ିଶାରେ ଅନାଥ ପିଲାମାନଙ୍କର ଜୀବନକୁ ପରିବର୍ତ୍ତନ କରିବା ଉଦ୍ଦେଶ୍ୟରେ ଏହି ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ବିଧାୟକମାନଙ୍କୁ ଆହ୍ୱାନ କରାଯିବ ବୋଲି ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri