Posted inଜାତୀୟ

ଲୋକ ସଭା ସ୍ପିକରଙ୍କୁ ନେଇ ସସପେନ୍ସ ଶେଷ

ନୂଆଦିଲ୍ଲୀ,୧୩।୬: ୨୦୨୪ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ। ରବିବାର (୯ଜୁନ) ଶପଥ ଗ୍ରହଣ କରିବା ପରେ ସୋମବାର (୧୦ ଜୁନ) ରେ ସମସ୍ତ ମନ୍ତ୍ରୀଙ୍କ ମନ୍ତ୍ରଣାଳୟ ମଧ୍ୟ ବଣ୍ଟନ କରାଯାଇଥିଲା ଏବଂ ସରକାର ଏହାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏବେ ଲୋକସଭା ବାଚସ୍ପତି ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିର୍ବାଚନ ୨୬ଜୁନରେ ଅନୁଷ୍ଠିତ ହେବ।
ରାଷ୍ଟ୍ରପତି ୨୭ରେ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିବେ। ସେହି ଦିନ ସକାଳ ୧୧ଟାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ । ଅର୍ଥାତ୍‌ ଏହାପୂର୍ବରୁ ସମସ୍ତ ନବ ନିର୍ବାଚିତ ଲୋକସଭା ଏମପିଙ୍କୁ ଶପଥ କରାଯିବା ସହିତ ନୂଆ ବାଚସ୍ପତି ମଧ୍ୟ ନିର୍ବାଚିତ ହେବେ। ଜୁନ ୨୪ ଏବଂ ୨୫ରେ, ପ୍ରୋଟେମ ସ୍ପିକର ନୂତନ ଏମପିଙ୍କୁ ଶପଥ ଗ୍ରହଣ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri