୨ ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୧୩।୧୧: ଶ୍ରୀମନ୍ଦିର ୨ ଦିନ ବନ୍ଦ ରହିବ । ଆସନ୍ତା ରବିବାର ଏବଂ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ପୁରୀ ଉପଜିଲାପାଳ ସୂଚନା ଦେଇଛନ୍ତି। ଆସନ୍ତା ସୋମବାର ପଞ୍ଚକ ଆରମ୍ଭ ଏବଂ ଲକ୍ଷ୍ମୀ ନାରାୟଣ ବେଶ ଥିବାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏହା ସହିତ ରବିବାର ସାନିଟାଇଜେଶନ ପାଇଁ ପୂର୍ବଭଳି ବନ୍ଦ ରହିବ ଜଗନ୍ନାଥ ଦର୍ଶନ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ସିଗାରେଟ୍‌ ବିକ୍ରି କରି ଫଶିଲେ, ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୩୦।୩: ଗଞ୍ଜାମ ଜିଲା ବ୍ରହ୍ମପୁର ଷ୍ଟାଡିୟମ ନିକଟରେ ଗଞ୍ଜେଇ ସିଗାରେଟ ବିକ୍ରି କରୁଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ସାରେ ବାନ୍ଧିଛି। ଅଭିଯୁକ୍ତ...

କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ  ପ୍ରକାଶ ପାଇଛି। ସ୍କୁଲ ପରିଚାଳନା...

ଆଜି ମୁଖ୍ୟମନ୍ତ୍ରୀ ଯିବେ କଳାହାଣ୍ଡି

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ...

କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି...

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ସୁଧାଂଶୁ ପୁଣି ସଭାପତି ନିର୍ବାଚିତ

ଭବାନୀପାଟଣା,୩୦।୩:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଧାଂଶୁ କୁମାର ନନ୍ଦ ଦ୍ୱିତୀୟ ଥର ପାଇଁ ସଭାପତି ଭାବେ...

ଗୁଣପୁର ସିଆରପିଏଫ ପକ୍ଷରୁ ଜନସଂପର୍କ ଶିବିର ଅନୁଷ୍ଠିତ: ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସିଲେଇ ଉପକରଣ, ପେପର ପ୍ଲେଟ ମେସିନ

ଥୁଆମୂଳ ରାମପୁର,୨୯।୩(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲାରେ ନକ୍ସଲ ବିରୋଧୀ ଅଭିଯାନ ପାଇଁ ନିୟୋଜିତ ୧୨ ବାଟାଲିୟନ, କେନ୍ଦ୍ରୀୟ ରିଜର୍ପ ଫୋର୍ସ (ସିଆରପିଏଫ) ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ...

୧୭ ଚୋରି ବାଇକ୍‌ ଜବତ, ୩ ଗିରଫ

ନୂଆପଡ଼ା,୩୦ା୩ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ପୋଲିସ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରି ୧୭ ଚୋରି ବାଇକ୍‌ ଜବତ କରି ୩ ଜଣକୁ...

୭ ବର୍ଷ ପରେ ମା’ କୋଳକୁ ଫେରିଲେ ଝିଅ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବଜରଙ୍ଗୀ ଭାଇଜାନ ଚଳଚ୍ଚିତ୍ରର କାହାଣୀ ସଦୃଶ ହଜିଲା ୬ ବର୍ଷର ବେବି ପାତ୍ର ଘଟଣା ଝାଡ଼ଖଣ୍ଡ ରାଜ୍ୟ ଜାମ୍‌ଶେଦପୁର ଅଞ୍ଚଳରେ ଚହଳ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image