ବ୍ୟାଙ୍କ କାଉଣ୍ଟରରୁ ଟଙ୍କା ଲୁଟି ମାରୁଥିଲେ ଚମ୍ପଟ, ଗୋଡାଇ ଗୋଡାଇ ଧରିଲେ ଲୋକେ

ବରଗଡ଼, ୧।୩(ପ୍ରେମାନନ୍ଦ ଖମାରୀ):  ବରଗଡ଼ ସହରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ମୁଖ୍ୟ ଶାଖା କାଉଣ୍ଟରରୁ ଶନିବାର ମଧ୍ୟାହ୍ନରେ ଲକ୍ଷାଧିକ ଟଙ୍କା ଲୁଟ୍ କରି ଚମ୍ପଟ୍ ମାରୁଥିବା ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଗୋଡାଇ ଧରିବାରେ ସକ୍ଷମ ହୋଇଛନ୍ତି। ଅଭିଯୁକ୍ତ ଯୁବଟଙ୍କ ପରିଚୟ ମିଳି ପାରି ନାହିଁ। ସ୍ଥାନୀୟ ଟାଉନ ଥାନା ପୋଲିସ ତାଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି। ତେବେ ଏଥିରେ ଆଉ କେହି ଅଭିଯୁକ୍ତ ସମ୍ପୃକ୍ତ ରହିଥିବା ଆଶଙ୍କା କରି ପୋଲିସ ଅଧିକ ଖୋଳତାଡ଼ କରୁଛି। ଗିରଫ ଅଭିଯୁକ୍ତ ରାଜ୍ୟ ବାହାର ଲୋକ ଏବଂ ସକ୍ରିୟ ରହିଥିବା ଲୁଟେରା ଗ୍ୟାଙ୍ଗର ଜଣେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳାଦ୍ରିପୁରରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଉଗ୍ରରୂପ ନେଲାଣି। ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି...

ବିଜେଡି ପାଇଁ ବୋଝ ନୁହେଁ ଆସେଟ୍‌ ଥିଲେ ପ୍ରଭାତ; ଅମରଙ୍କ ବୟାନଙ୍କୁ ନେଇ…

ଭୁବନେଶ୍ୱର,୧୦।୪: ୱକଫ୍‌ ବିଲ୍‌ରେ ଦ୍ୱିମତକୁ ନେଇ ବିଜେଡିରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମ ନବୀନ ପଟ୍ଟନାୟକଙ୍କ ବୟାନ ନିଆଁରେ ଘିଅ ଢ଼ାଳିବା ଭଳି ହୋଇଛି।...

ବିବାଦ ବଢୁଥିଲେ ବି ମୁହଁ ଖୋଲିଲେନି ସସ୍ମିତ, କହିଲେ ଦଳ ଦେବ ସ୍ପଷ୍ଟୀକରଣ

ଭୁବନେଶ୍ୱର,୧୦ା୪: ଓ୍ବକ୍‌ଫ ବିଲ୍‌କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍‌ପି ସସ୍ମିତ ପାତ୍ର।...

ଚାଷଜମିରୁ ମିଳିଲା ନିଖୋଜ ଚାଷୀଙ୍କ ମୃତଦେହ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ପଞ୍ଚାୟତ ଗୁଣସାଗର ଗ୍ରାମ ନିକଟ ଚାଷଜମିରୁ ଗୁରୁବାର ସକାଳେ ଜଣେ ବୃଦ୍ଧ ଚାଷୀଙ୍କ ଗଳିତ...

ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ...

ଭୁବନେଶ୍ୱରରେ ହେବ ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ୍ ସେଣ୍ଟର, ଏହି ଅଞ୍ଚଳରେ ନିର୍ମାଣ କରିବ OBCC

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରକୁ ଖୁବଶୀଘ୍ର ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ ସେଣ୍ଟର ମିଳିବ। ଓଡ଼ିଶା ସେତୁ ନିର୍ମାଣ ନିଗମ(OBCC) ଏହାକୁ ECoR ମୁଖ୍ୟାଳୟ ନିକଟରେ...

ନାବାଳିକା ଛାତ୍ରୀ ଅପହୃତ: ଘରୁ ବ୍ୟାଙ୍କ ଜମାଖାତା, ସାର୍ଟିଫିକେଟ୍‌ ସବୁ ଗାଏବ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି।...

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର, ୧୦।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image