ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୬।୪: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ଼ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି। ଏଥିରେ ମୋଟ୍‌ ୧୭ ଖଣ୍ଡ ଅସନ ଓ ଧଉରା କାଠ ରହିଛି । ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ । ପୂର୍ବବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଏବର୍ଷ ଆଉ ୭୯୬ ଖଣ୍ଡ କାଠ ଆବଶ୍ୟକ ।

ବର୍ତ୍ତମାନ ସୁଦ୍ଧା ପୁରୀରେ ୭୯ ଖଣ୍ଡ କାଠ ପହଞ୍ଚିଥିବା ବେଳେ ଆଉ ୭୧୭ଖଣ୍ଡ କାଠ ପର୍ଯ୍ୟାୟ କ୍ରମେ ଆସିବ। ଶ୍ରୀରାମ ନବମୀଠାରୁ କଟକ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ଗାମୁଛା ଭିଡ଼ି ଦୁଇ ନାବାଳକ ଭାଇଙ୍କୁ ହତ୍ୟା: ଗିରଫ ହେଲେ ବାପା, ଜେଜେ ମା’

ନୟାଗଡ଼,୧୩ା୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚେଙ୍ଗେଡ଼ା ଗାଁରେ ୨ ନାବାଳକ ଭାଇଙ୍କୁ ହତ୍ୟା ଘଟଣାରେ ଅଟକ ଥିବା ବାପା ପ୍ରକାଶ ମହାନ୍ତି ଓ...

ପାରଦ ଉପରମୁହାଁ, ୩୬ ଡିଗ୍ରୀ ଉପରେ ଏହି ସହରର ତାପମାତ୍ରା

ଭୁବନେଶ୍ୱର,୧୩ା୩: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ି ଚାଲିଛି। ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଝାରସୁଗୁଡ଼ା ସହରର ତାପମାତ୍ରା ୩୬.୬ ଡିଗ୍ରୀ ରହିଛି। ସେହିପରି...

ଓଡ଼ିଶାରେ ଦୁଇ ବର୍ଷ ମଧ୍ୟରେ ସାପ କାମୁଡାରେ ୧୮୫୯ ଜଣଙ୍କର ମୃତ୍ୟୁ ହୋଇଛି

ଭୁବନେଶ୍ୱର: ଗତ ଦୁଇ ବର୍ଷ ମଧ୍ୟରେ ସମଗ୍ର ଓଡ଼ିଶାରେ ସାପ କାମୁଡାରେ ମୋଟ ୧୮୫୯ ଜଣଙ୍କର ମୃତ୍ୟୁ ଘଟିଛି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ...

ତାତିଲା କଂଗ୍ରେସ, ମୁଖ୍ୟମନ୍ତ୍ରୀଙ୍କ ଘରକୁ ଘେରି କଲା ଗର୍ଜନ

ଭୁବନେଶ୍ୱର,୧୩।୩: ତାରାଙ୍କ ନିଲମ୍ବନ ନେଇ ତାତିଲା କଂଗ୍ରେସ। ଏପଟେ ଗୃହରେ ବିରୋଧୀ ହଙ୍ଗାମା କରୁଥିବାବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘର ଘେରାଉ କରିଛି କଂଗ୍ରେସ। ଆରମ୍ଭରୁ...

ରାଜା ଚକ୍ରଙ୍କ କଳା ସାମାଜ୍ୟର ଗୁମର ଖୋଲିଲେ କ୍ରାଇମବ୍ରାଞ୍ଚ ଡିଜି, ସହାୟତା ନାଁରେ ଗାଁ ଲୋକଙ୍କୁ ବଣ୍ଟା ହୋଇଛି…

ଭୁବନେଶ୍ୱର,୧୩ା୩: ଇତିମଧ୍ୟରେ ରାଜା ଚକ୍ର ଗିରଫ ହୋଇସାରିଛନ୍ତି। ଗିରଫ ସହ କଳା ସାମ୍ରାଜ୍ୟର ଗୁମର ଖୋଲଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ପ୍ରେସ୍‌ମିଟ୍‌ରେ ଶହ ଶହ କୋଟିର ଦୁର୍ନୀତି...

କହିଦେଲେ ତାରା, ମୁଁ ସେଦିନ ମାରପିଟ୍ ମୁଡରେ ନଥିଲି, ନ ହେଲେ…

ଭୁବନେଶ୍ୱର,୧୩।୩: ଆରମ୍ଭରୁ ବିଧାନସଭାରେ ମୁହାଁମୁହିଁ ହେଲେ ଶାସକ ବିରୋଧୀ। ଗୃହ ମଧ୍ୟଭାଗକୁ ଆସି ବିରୋଧୀ ପ୍ରବଳ ହଟ୍ଟଗୋଳ କଲେ। ଉଭୟ ବିଜେଡି-କଂଗ୍ରେସ ମିଶି ଏମିତି ପ୍ରତିବାଦ...

ଭୁବନେଶ୍ୱରରେ ମଡର୍ଣ୍ଣ ମାଛ ମାର୍କେଟକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ

ଭୁବନେଶ୍ୱର,୧୩ା୩: ରାଜଧାନୀରେ ୫୦ କୋଟି ଟଙ୍କାର ଏକ ଆଧୁନିକ ମାଛ ବଜାର ସ୍ଥାପନ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଭୁବନେଶ୍ୱର ଏମପି...

ତାରାଙ୍କ କଲର୍‌ ଧରିବା ପ୍ରସଙ୍ଗ: ଜୟନାରାୟଣ କହିଲେ, ୨୦୦୧ରେ ମୋତେ ମାରିଥିଲେ, ଏବେ…

ଭୁବନେଶ୍ୱର,୧୩।୩: ଆରମ୍ଭରୁ ବିଧାନସଭାରେ ମୁହାଁମୁହିଁ ହେଲେ ଶାସକ ବିରୋଧୀ। ଗୃହ ମଧ୍ୟଭାଗକୁ ଆସି ବିରୋଧୀ ପ୍ରବଳ ହଟ୍ଟଗୋଳ କଲେ। ଉଭୟ ବିଜେଡି-କଂଗ୍ରେସ ମିଶି ଏମିତି ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image