ତୃତୀୟ ଶ୍ରୀକ୍ଷେତ୍ର ନୀଳଗିରି

ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲା ନୀଳଗିରିର ଶ୍ରୀଜଗନ୍ନାଥ ମନ୍ଦିର। ବୀର ବସନ୍ତ ନାରାୟଣ ବିରାଟ ଭୁଜଙ୍ଗ ମାନ୍ଧାତାଙ୍କ ସମୟରେ ଜଗନ୍ନାଥ ସଂସ୍କୃତି ଗରଡ଼ିହି ରାଜବାଟୀରୁ ଆରମ୍ଭ ହୋଇ ୧୭୫୦ ମସିହାରେ ରାଜା ଶ୍ରୀରାମଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ ନୀଳଗିରିରେ ଦେଉଳ ପ୍ରତିଷ୍ଠା କରିଥିଲେ। ନୀଳଗିରି ରାଜବଂଶର ଅଣଚାଳିଶତମ ଦାୟାଦ ରାଜା ଜୟନ୍ତ ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନଙ୍କ ପାଟସାମନ୍ତ ରାଣୀ ଶ୍ରୀମତୀ ମନୋଜା ମଞ୍ଜରୀ ଦେବୀ ଏବେ ଦାୟିତ୍ୱ ନିର୍ବାହ କରୁକଛନ୍ତି। ଏଠାରେ ପୁରୀ ଶ୍ରୀମନ୍ଦିର ଭଳି ନୀତିକାନ୍ତି ପାଳିତ ହୋଇଥାଏ। ତେବେ ପୁରୀରେ ଗୋଟିଏ ଦିନରେ ମହାପ୍ରଭୁଙ୍କ ପହଣ୍ଡି ଓ ରଥଟଣା ହେଉଥିବା ବେଳେ ଏଠାରେ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚତ୍ବା ପାଇଁ ତିନି ଦିନ ଧରି ଯାତ୍ରା ପାଳନ ହେବାର ପରମ୍ପରା ରହିଛି। ଏଠାକାର ଜଗନ୍ନାଥ ମନ୍ଦିରର ଚୂଡ଼ାରେ ବିଦ୍ୟମାନ ନୀଳଚକ୍ର ନେତ ଓ ପତିତପାବନ ବାନାକୁ ଚୂନରା ସେବାୟତ ଆରାଧ୍ୟ ଗରୁଡ଼ ମହାରାଜାଙ୍କୁ ପୂଜା କରି ପରିବର୍ତ୍ତନ କରିଥାନ୍ତି। ଏହି ବାନା ପ୍ରତି ସଂକ୍ରାନ୍ତିରେ ବଦଳାଯାଇଥାଏ। ଅନ୍ୟପକ୍ଷରେ ନୀଳଚକ୍ରରେ ନେତ ବର୍ଷରେ ଦୁଇଥର ଯଥା ମକର ସଂକ୍ରାନ୍ତି ଓ ନେତ୍ରୋତ୍ସବରେ ଲଗାଯାଇଥାଏ ବୋଲି କୁହନ୍ତି ଚୂନରା ସେବାୟତ ଦେବାଶିଷ ଦାସ। -ପ୍ରଶାନ୍ତ ବିଶ୍ୱାଳ


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri