ପାଣି ଟିକେ ପାଇଁ ଡରି ଡରି ମୁହଁ ବୁଡାଇଥିଲା ବାଘ, ବଡ଼ ଆଁ କରି ଝାମ୍ପି ନେଲା କୁମ୍ଭୀର

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଜଳାଶୟରୁୁ ଡ଼ରିଡ଼ରି ପାଣି ପିଇବାକୁ ଯାଉଥିବା ଏକ ବାଘକୁ ଝାମ୍ପି ନେଇଛି କୁମ୍ଭୀର। ବାଘଟି ବହୁତ ଡରି ଡରି ପାଣିରେ ମୁହଁ ବୁଡ଼ାଇବା ମାତ୍ରେ କୁମ୍ଭୀର ତାକୁ ଟାଣି ନେଉଛି। ଏହି ଭିଡିଓକୁ almodeeer1975 ନାମକ ଟୁଇଟରରେ ଶେୟାର ହୋଇଛି। ଭିଡିଓଟି ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

https://twitter.com/almodeeer1975/status/1334912170891599877


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣୀ ଛକରେ ଛକି ବସିଥିଲା ମୃତ୍ୟୁ: ୫ମାସ ହେଲା ଶିଳାନ୍ୟାସରେ ଅଟକିଛି ଫୁଟ୍‌ ଓଭରବ୍ରିଜ୍‌

ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି...

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ...

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ...

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର...

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ...

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ...

Gmail ରେ ଷ୍ଟୋରେଜ ଫୁଲ୍‌ ହୋଇଯାଇଛି କି? ଜାଣି ନିଅନ୍ତୁ ଉପାୟ

ନୂଆଦିଲ୍ଲୀ,୧୯।୧୧: Gmail ଷ୍ଟୋରେଜ ଫୁଲ ହେବା ଏକ ସାଧାରଣ ସମସ୍ୟା । ଆପଣଙ୍କୁ ଜଣାଇଦେଉଛୁ ଯେ, ଗୁଗୁଲ ଦ୍ୱାରା ପ୍ରତ୍ୟେକ ଉପଭୋକ୍ତାଙ୍କୁ କେବଳ ୧୫ GB...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri