ଟ୍ରାକ୍ଟର ଓଲଟି ୪ ମୃତ,୨୦ରୁ ଊର୍ଦ୍ଧ୍ୱ ଆହତ

ବାରିପଦା ଅଫିସ,୧୮।୨-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମୁରୁଣିଆ ଠାରେ ଏକ ଟ୍ରାକ୍ଟର ଓଲଟି ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଶୀର୍ଷା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବୁଧବାର ରାତି ୮ଟାରେ ନୃତ୍ୟଗୀତ ସାରି ଏକ ଟ୍ରାକ୍ଟର ଯୋଗେ ୨୫ରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଡମଣସାହିରୁ ବାଗବୁଡ଼ା ଗ୍ରାମକୁ ଫେରୁଥିଲେ। ଭାରସାମ୍ୟ ହରାଇ ଟ୍ରାକ୍ଟରଟି ରାସ୍ତାଠାରୁ ୧୫ଫୁଟ ତଳକୁ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମେଡିକାଲରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ସୂଚନା ମିଳିଛି। ମୃତାହତଙ୍କ ପରିଚୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଘକୁ ନେଇ ବିଧାୟକ ବିବ୍ରତ

ବାରିପଦା,୨୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଘ କବଳରୁ ରକ୍ଷା...

ହାତୀ ଲଢ଼େଇ: କାଦୁଅରେ ପଶିଗଲା ଶୁଣ୍ଢ, ଆଉ ତା’ ପରେ…

ମୋରଡ଼ା,୨୦ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ତଥା ମୋରଡ଼ା ବ୍ଲକ ଅଧୀନ ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲର ସୁନାହଜା ନିକଟରେ ଏକ ହାତୀ କାଦୁଅରେ ପଶିଯିବାରୁ...

ପୁଣି ବାର୍‌ହା ଶିକାରକଲା ‘ଜିନତ୍‌’

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ପୁଣି ବାର୍‌ହା ଶିକାର କରି ଖାଦ୍ୟ ଗ୍ରହଣ କରିଛି। ପାଣି...

ଶିମିଳିପାଳ ସୁରକ୍ଷାରେ ଏଆଇ କ୍ୟାମେରା

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଜଗିଛି ଏଆଇ କ୍ୟାମେରା। କ୍ୟାମେରା ମାଧ୍ୟମରେ ଶିମିଳିପାଳକୁ ସୁରକ୍ଷିତ ରଖିବା ଓ ବନାଗ୍ନିରୁ ରକ୍ଷା କରିବା...

ଜନବସତି ମୁହାଁ ବାଘ:ପାଦଚିହ୍ନ ଦେଖି ଲୋକେ ଭୟଭୀତ

ବାରିପଦା,(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ଉଦଳା,(ସନ୍ତୋଷ ବାଚ୍ଛିନୀ),୧୮ା୧୧-ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ କପ୍ତିପଦା ରେଞ୍ଜ ଅଧୀନ ଅସନବଣି ଗ୍ରାମରେ ବାଘ ପାଦଚିହ୍ନକୁ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି।...

ଦୁର୍ଘଟଣା ପରେ ଜଳିଗଲା ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ୍‌

ଉଦଳା,୧୯।୧୧: ମୟୁରଭଞ୍ଜ ଜିଲା ଉଦଳା ଥାନା ପୋଡ଼ାଡ଼ିହାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ...

ବିକ୍ରି ପାଇଁ ଡିଲ୍‌ ହେଉଥିଲା କଲରାପତରିଆ ବାଘ ଚମଡା ପହଞ୍ଚିଗଲେ…

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ବାଙ୍ଗରିପୋଷି ଥାନା ଅଞ୍ଚଳରେ ଏକ କଲରାପତରିଆ ବାଘ ଚମଡା ବନବିଭାଗ ଜବତ କରିଛି। ସେମାନଙ୍କ ନିକଟରୁ...

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri