କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ଭଦ୍ରକ,୨୫ା୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦବାଲି ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଗଛ ପଡ଼ି ଘର ଭାଙ୍ଗିବା ସହ ରାସ୍ତାରେ ଗଛ ପଡ଼ି ଅବରୋଧ ହୋଇଛି। ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଗଛ କାଟି ସଫା କରୁଛନ୍ତି।

ବାସୁଦେବପୁର- ଏରତାଳ ରାସ୍ତାରେ ଗଛ ପଡ଼ି ଅବରୋଧ ହୋଇଛି। ଏରତାଳ ଗ୍ରାମର ଉଷାରାଣୀ ନାୟକଙ୍କ ଘର ଉପରେ ଗଛ ଭାଙ୍ଗି ପଡ଼ିଥିବାରୁ ସେ ଦୁଃଖରେ ଭାଙ୍ଗିପଡ଼ିଛନ୍ତି।

ସେହିପରି ଚାନ୍ଦବାଲିର ବିଭିନ୍ନ ରାସ୍ତାରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ବର୍ଷା ଲାଗି ରହିଥିବାରୁ ଗଛ କାଟି ରାସ୍ତା ସଫା କରିବାରେ ଟିକେ ବିଳମ୍ବ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଦାନାବେଳେ ଆସିଲା ଖୁସି ଖବର

ପାଟଣା,୨୫।୧୦(ବୀରକିଶୋର ଦାଶ): ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା କରିବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରଶାସନ ଗୁରୁବାର ସନ୍ଧ୍ୟା ସୁଦ୍ଧା କଚା ଘରେ ରହୁଥିବା...

କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ...

ଲୋକାର୍ପିତ ଅପେକ୍ଷାରେ ଡୁଲୁରୀ ପାଇନ୍‌ ବଣ: ସେଲ୍‌ଫି ପଏଣ୍ଟ ହେବ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ)-ଆସିଲା ପର୍ଯ୍ୟଟନ ଋତୁ । ଧୀରେ ଧୀରେ ଜଳବାୟୁର ପରିବର୍ତ୍ତନ ହେବାରେ ଲାଗିଛି । ବାତ୍ୟା ପାଇଁ ପାଗ ମେଘୁଆ ରହିବା...

ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କଲେ ମନ୍ତ୍ରୀ, କହିଲେ…

ପାଟଣା,୨୫।୧୦(ବୀରକିଶୋର ଦାଶ): ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ପରେ ମଧ୍ୟ ଟଳିନି ବିପଦ। ଏଭଳିସ୍ଥିତିରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଶରଧାପୁର ଉଚ୍ଚ ପ୍ରାଥମିକ...

ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର,୨୫।୧୦: ପୁଣି ଚର୍ଚ୍ଚାରେ ଝାରପଡ଼ା ଜେଲ। ଶୁକ୍ରବାର ପୂର୍ବାହ୍ନରେ ଜେଲ ଭିତରେ ମାରପିଟ୍‌ ହେବା ଘଟଣା ସାମ୍‌ନାକୁ ଆସିଛି। ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ...

କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଅନାସ୍ଥା ପ୍ରସ୍ତାବ ପାଇଁ ଉପଜିଲାପାଳଙ୍କ ନୋଟିସ

କେସିଙ୍ଗା,୨୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ବିଷୟରେ ଆଲୋଚନା ପାଇଁ ଓ ଅନାସ୍ଥା ପ୍ରସ୍ତାବ ଗୃହିତ...

ଲ୍ୟାଣ୍ଡଫଲ ପରେ ବି ଟଳିନି ବିପଦ: ଚାନ୍ଦବାଲିରେ ରେକର୍ଡ ବର୍ଷା

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ବାତ୍ୟା ‘ଦାନା’ ଦୁର୍ବଳ ହୋଇ...

ତିହିଡ଼ି ବ୍ଲକରେ ସ୍ଥାନାନ୍ତର ହୋଇଛନ୍ତି ୧୦ ହଜାର ବାତ୍ୟା ବିପନ୍ନ

ତିହିଡ଼ି,୨୫ା୧୦(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଥିବା ଜଣାଯାଇଛି। ତିହିଡି ବ୍ଲକର ସନ୍ଥପୁରା, କମାରିଆ ଇତ୍ୟାଦି ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri