କାଳବୈଶାଖୀ ପ୍ରଭାବରେ ଉଡ଼ିଲା ଛପର, ଉପୁଡ଼ିଲା ଗଛ

ଦାରିଙ୍ଗବାଡ଼ି,୬ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଉକ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ଏକାଧିକ ଲୋକଙ୍କ ଆଜବେଷ୍ଟ ଛପର ଉଡ଼ିବା ସହ ଘର ଭାଙ୍ଗିଥିବା ସୂଚନା ମିଳିଥିବା ମିଳିଛି। ସିମନବାଡ଼ିର ବଜାର ଉପରେ କାଳବୈଶାଖୀର ତାଣ୍ଡବରେ ବଡ଼ବଡ଼ ଗଛ ଉପୁଡ଼ି ପଡ଼ିଥିବା ବେଳେ ଅମରେନ୍ଦ୍ର ପ୍ରଧାନଙ୍କ ଦୋକାନ ଘର ଉପରେ ବିରାଟକାୟ ଗଛ ଉପୁଡ଼ି ପଡ଼ି ବହୁ କ୍ଷତି ହୋଇଛି ତେବେ କାହାର ଏଥିରେ ଆହତ ହୋଇ ନ ଥିବା ଓ ଅଳ୍ପକେ ବର୍ତ୍ତି ଯାଇଥିବା ଅମରେନ୍ଦ୍ର କହିଛନ୍ତି। ସେହିପରି ଉକ୍ତ ବ୍ଲକକୁ ସଂଯୋଗ କରୁଥିବା ୩୩ କେଭି ଓ ୧୧ କେଭି ବିଦ୍ୟୁତ ସେବା ଠପ୍‌ ହୋଇଯାଇଛି। ଏକାଧିକ ସ୍ଥାନରେ ବିଦ୍ୟୁତ ମରାମତିର ଆବଶ୍ୟକତା ରହିଥିବା କୁହାଯାଇଛି। ସେହିପରି ସିମନବାଡ଼ିରେ ଉପୁଡି ପଡ଼ିଥିବା ଗଛକୁ ଅଗ୍ନିଶମ ବିଭାଗ ପହଞ୍ଚି ହଟାଇଥିଲା। ଖବର ଲେଖିବା ସୁଦ୍ଧା ବର୍ଷା ଚାଲିଥିବା ବେଳେ ସମ୍ପୂର୍ଣ୍ଣ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

ବଳଙ୍ଗା,୨୦ା୪: ପୁରୀ ଜିଲା ବଳଙ୍ଗା ଥାନା କୋଟକୋସାଙ୍ଗରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଦୁଇ ନାବାଳକଙ୍କୁ ଦିଆଯାଇଥିବା ନିର୍ଯାତନା ସୀମା ଟପିଛି। ଦୁର୍ବୃତ୍ତମାନେ ଦୁଇ...

ବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସ

କୁଚିଣ୍ଡା,୨୦ା୪(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ପ୍ରତାରଣା କରିବା ଅଭିଯୋଗରେ...

୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି

କେନ୍ଦ୍ରାପଡ଼ା,୨୦ା୪(ଜଗନ୍ନାଥ ଧଳ): ସଦର ଥାନା ଅନ୍ତର୍ଗତ ଦୁହୁରିଆ ଛକରେ ପଟ୍ଟାମୁଣ୍ଡାଇ ଆଡୁ ଆସୁଥିବା ପୃଥ୍ବୀରାଜ ଯାତ୍ରା ପାର୍ଟିର ଏକ ଟ୍ରକ ଭାରସାମ୍ୟ ହରାଇ ଜିଲା ଶିକ୍ଷାଅଧିକାରୀ୍‌ଙ୍କ...

ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା...

କ’ଣ ସତରେ ମଣିଷର ପ୍ରାଇଭେଟ ପାର୍ଟ ହୋଇଯାଏ ହାଡ? ଏହି ଘଟଣା ଜାଣିଲେ ସହଜରେ ବିଶ୍ୱାସ କରିବେନି

ଆପଣ ଚିକିତ୍ସା ବିଜ୍ଞାନରେ ଅନେକ ଅଜବ ଘଟଣା ଶୁଣିଥିବେ। କିଛି ଲୋକଙ୍କର ଏପରି ବିରଳ ରୋଗ ଅଛି ଯେ ଡାକ୍ତର ମଧ୍ୟ ସେଗୁଡ଼ିକ ବିଷୟରେ ଜାଣି...

Oldest Penguin: ସବୁଠୁ ବୟସ୍କ ପେଙ୍ଗୁଇନ୍‌

ଲଣ୍ଡନ: ବେଳେବେଳେ ଅନେକ ପ୍ରାଣୀ ସେମାନଙ୍କର ସାଧାରଣ ଜୀବନକାଳଠାରୁ ଅଧିକ ସମୟ ପର୍ଯ୍ୟନ୍ତ ବଞ୍ଚତ୍ରହି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥାନ୍ତି। ଏହିପରି ଏକ ପ୍ରାଣୀ ନିକଟରେ ଚର୍ଚ୍ଚାରେ...

କୁମ୍ଭୀର ଶୋଇରହେ କାହିଁକି

ସାଧାରଣତଃ ଯିଏ ବେଶି ଶୁଅନ୍ତି ତାକୁ ସମସ୍ତେ କୁମ୍ଭୀର ଭଳି ପଡ଼ି ରହୁଛି ବୋଲି କହନ୍ତି । କାରଣ ଅଧିକ ସମୟ ଶୋଇ ରହିବା ଲାଗି...

ବାରାହା ମାଂସ ଜବତ: ୩ ଗିରଫ

ନୂଆପଡ଼ା, ୨୦।୪ (ମକାରୁ ବେମାଲ): ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନଙ୍କ ନିର୍ଦ୍ଦେଶ କ୍ରମେ କୋମନା ବନାଞ୍ଚଳ ଅଧିକାରୀ ଚଢ଼ଉ କରି ବାରହା ଶିକାର ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image