ମଞ୍ଚେଶ୍ୱରରେ ଜଳିଗଲା ଟ୍ରକ୍‌

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ଏକ ଟ୍ରକ୍‌ ଶୁକ୍ରବାର ଜଳିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରଛନ୍ତି। ମାତ୍ର ଏଯାବତ୍‌ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।

Share