ଭାରତଠାରୁ ଋଣ ନେଲା ଆମେରିକା

ନୂଆଦିଲ୍ଲୀ: ବିଶ୍ୱର ସବୁଠାରୁ ବିକାଶଶୀଳ ଓ ଧନୀ ରାଷ୍ଟ୍ର ଆମେରିକା ବର୍ତ୍ତମାନ ସମସ୍ୟା ଘେରରେ ରହିଛି। ଫଳରେ ବିଶ୍ୱର ବଡ଼ ଅର୍ଥବ୍ୟବସ୍ଥା କୁହାଯାଉଥିବା ଆମେରିକାର ଅର୍ଥବ୍ୟବସ୍ଥା ଭୁଷୁଡି ପଡିଛି। ଏହି ଅର୍ଥବ୍ୟବସ୍ଥାର ଋଣ ଭାର ବର୍ତ୍ତମାନ ସମୟରେ ବ୍ୟାପକ ଭାବରେ ବୃଦ୍ଧି ପାଇଛି। ଯାହା ଫଳରେ ଆମେରିକା ଭାରତଠାରୁ ୨୧୬ ବିଲିୟନ୍‌ ଆମେରିକାନ ଡଲାର ଋଣ ନେଇଥିବା ବିଭିନ୍ନ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଏହି ଋଣ ପରେ ଆମେରିକାର ମୋଟ ଋଣ ୨୯ ଟ୍ରିଲିୟନକୁ ବୃଦ୍ଧି ପାଇଥବବା ଜଣାପଡିଛି। ଏହାକୁ ନେଇ ଆମେରିକାର ଜଣେ ସାଂସଦ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ବୈଦେଶିକ ଋଣକୁ ନେଇ ଦେଶବାସୀଙ୍କ ଚିନ୍ତା ବଢ଼ିଛି। ଏହି ଋଣର ଅଧିକାଂଶ ଅଂଶ ଚାଇନା ଏବଂ ଜାପାନ ଭଳି ରାଷ୍ଟ୍ର ନିକଟରୁ ଅଣାଯାଇଥିବା ସଂସାଦ ଜଣକ କହିଛନ୍ତି।
୨୦୨୦ରେ ୟୁଏସରେ ଜାତୀୟ ଋଣ ୨୩.୪ ଟ୍ରିଲିୟନ୍‌ ରହିଥିଲା, ଫଳରେ ଆମେରିକାରେ ଜଣଙ୍କ ମୁଣ୍ଡ ପିଛା ୭୨,୩୦୯ ଡଲାରର କରଜ ରହିଥିଲା। ଆମେରିକା କଂଗ୍ରେସ ଆଲେକ୍ସ ମୁନି ଏ ନେଇ ସୂଚନା ଦେଇଛନ୍ତି ଯେ, ଆମେ ଆଗକୁ ବଢ଼ିବାକୁ ଯାଉଛୁ କାରଣ ଆମର ଜାତୀୟ ଋଣ ୨୯ ଟ୍ରିଲିୟନ୍‌ ୟୁଏସ୍‌ ଡଲାରକୁ ବୃଦ୍ଧି ପାଇଛି। ଏହି ଋଣ ବୃଦ୍ଧି ଆମେରିକାବାସୀଙ୍କ ମୁଣ୍ଡ ଉପରେ ପୁଣି ବୋଝ ଲଦି ବର୍ତ୍ତମାନ ସମୟରେ ଦେଶର ଋଣ ବ୍ୟବସ୍ଥା ବହୁତ ଖରାପ ସ୍ଥିତି ଆଡ଼କୁ ଗତି କରୁଛି। ସେହିଭଳି ଚାଇନା ଏବଂ ଜାପାନା ଭଳି ରାଷ୍ଟ୍ରରୁ ଅତ୍ୟଧିକ ଋଣ କରାଯାଇଥିବା ସେ ତାଙ୍କ ମନ୍ତବ୍ୟରେ କହିଛନ୍ତି। ଯେଉଁମାନେ କି ଆମେରିକାର ବନ୍ଧୁ ରାଷ୍ଟ୍ର ନୁହନ୍ତି ସେହି ସବୁ ଦେଶଠାରୁ ଋଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ଡିପିଆର୍‌ ବିକଶିତ କରିବ ସିପିସିଏଲ୍‌

ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍‌ସଲଟାନ୍ସି ଲିମିଟେଡ (ସିପିସିଏଲ୍‌) କୁ ନିକଟରେ...

ଓଡ଼ିଶାରେ ଅଟୋମେଟେଡ୍‌ ଇ-ଷ୍ଟାମ୍ପିଙ୍ଗ୍‌ ସଲ୍ୟୁଶନର ଶୁଭାରମ୍ଭ

ଭୁବନେଶ୍ୱର,୨୪।୧୨: ଓଡ଼ିଶା ସରକାରଙ୍କ ପକ୍ଷରୁ ସ୍ବିଫ୍ଟ ଇଣ୍ଡିଆର ପ୍ଲାଟ୍‌ଫର୍ମରେ ଷ୍ଟକ ହୋଲ୍ଡିଙ୍ଗ୍‌ ସହ ସହଭାଗିତାରେ ଇଲେକ୍‌ଟ୍ରୋନିକ ବ୍ୟାଙ୍କ ଗ୍ୟାରେଣ୍ଟି ପାଇଁ ଅଟୋମେଟେଡ ଇ-ଷ୍ଟାମ୍ପିଙ୍ଗ୍‌ (ଏଇଏସ୍‌) ସଲ୍ୟୁଶନର...

ବେଦାନ୍ତର ଅଗ୍ନି ନିରାପତ୍ତା ତାଲିମ ଶିବିର

ଭୁବନେଶ୍ୱର,୨୪।୧୨ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଅଗ୍ନି ଜାଗରୁକତା ପଦକ୍ଷେପ ଅଧୀନରେ ଏକ ତାଲିମ ଶିବିର ‘ଅଗ୍ନି ନରାପତ୍ତା ତାଲିମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri