ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି।
କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି ଚୟନରେ ଶିକ୍ଷାବିତ୍‌ମାନଙ୍କୁ ଜଡ଼ିତ କରାଯିବ। ଶିଳ୍ପ ନୀତି ୨୦୧୫ର ୨ଟି ସଂଶୋଧନକୁ ଅନୁମୋଦନ। ପ୍ରୋତ୍ସାହନ ପାଇଁ ଆବେଦନ ଦାଖଲର ସମୟସୀମା ୨ ବର୍ଷକୁ ବୃଦ୍ଧି ପାଇଛି। ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ବି ସଂଶୋଧନ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭-ଦଫା ଦାବି କରି ଗଣ ଇସ୍ତଫା ଦେବାକୁ ଧମକ ଦେଲେ ଓଡ଼ିଶା ଡାକ୍ତର ସଂଘ

ଭୁବନେଶ୍ୱର, ୨୦।୪: ଓଡ଼ିଶା ମେଡିକାଲ ଆସୋସିଏସନ (ଓଏମଏସଏ) ରାଜ୍ୟ ସରକାରଙ୍କୁ ଏକ ମାସ ମଧ୍ୟରେ ସାତ-ଦଫା ଦାବିପତ୍ର ପୂରଣ ନକଲେ କାର୍ଯ୍ୟ ବର୍ଜନ ଏବଂ ଗଣ...

ମୋହନାରେ କାଳବୈଶାଖୀର ତାଣ୍ଡବ: ଉଡିଲା ଛପର, ଉପୁଡ଼ିଲା ବିଶାଳ ଗଛ

ମୋହନା,୨୦।୪: ଗଜପତି ଜିଲା ମୋହନା ବ୍ଲକରେ କାଳବୈଶାଖୀର ତାଣ୍ଡବ। ରବିବାର ଅପରାହ୍ନ ୪ଟାରେ ପବନ ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆ ପଥର ପଡ଼ିବା...

ବିବାହ ଭୋଜିରେ ଦେଲେନି ମାଂସ, ରାଗରେ ନିଆଁବାଣ ହୋଇ ଗାଡ଼ି ଜାଳିଦେଲେ ୨ ଯୁବକ

ବଲାଙ୍ଗୀର, ୨୦।୪(ସୁନୀଲ କୁମାର ମହାନ୍ତି): ବିବାହ ଭୋଜିରେ ମାଂସ ଦେଲେ ନାହିଁ ବୋଲି ଏକ ଚାରିଚକିଆ ଗାଡକୁ ନିଆଁ ଲଗାଇ ପୋଡ଼ି ଦେଲେ କିଛି ଯୁବକ...

ଇତିହାସ ରଚିରେ Virat Kohli

ନୂଆଦିଲ୍ଲୀ,୨୦।୪: ବିରାଟ କୋହଲି ଏବେ ଇଣ୍ଡିଆନ ପ୍ରିମିୟର ଲିଗ ଇତିହାସରେ ସର୍ବାଧିକ ଅର୍ଦ୍ଧଶତକ ହାସଲ କରିଥିବା ବ୍ୟାଟସମ୍ୟାନ ହୋଇଯାଇଛନ୍ତି। ସେ ଏହି ମାମଲାରେ ଡେଭିଡ ୱାର୍ଣ୍ଣରଙ୍କୁ...

JDU ନେତାଙ୍କ ଦାଦାଗିରି, ଡାକ୍ତରଙ୍କ ଚାମ୍ବରରେ ପଶି କଲେ ମାଡପିଟ

ପାଟନା,୨୦।୪: ପୁଣି ଥରେ ବିହାରରେ ଜଣେ ନେତାଙ୍କ ଦବଦବା ଚେହେରା ସାମ୍ନାକୁ ଆସିଛି। ଘଟଣାଟି ଆରା ଜିଲାର, ଯେଉଁଠାରେ JDUର ଶକ୍ତିଶାଳୀ ନେତା ପ୍ରିନ୍ସ ସିଂହ...

କର୍ଣ୍ଣାଟକର ଅବସରପ୍ରାପ୍ତ ଡିଜିପିଙ୍କ ମୃତ୍ୟୁ, ସନ୍ଦେହ ଘେରରେ ପତ୍ନୀଙ୍କ ଭୂମିକା

ବେଙ୍ଗାଲୁରୁ,୨୦ା୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମୁଖ୍ୟ ଓମ୍ ପ୍ରକାଶଙ୍କ ମୃତଦେହ ରବିବାର ତାଙ୍କ ବେଙ୍ଗାଲୁରୁ ସ୍ଥିତ ବାସଭବନରୁ ମିଳିଛି। ତାଙ୍କୁ ୬୮ ବର୍ଷ ହୋଇଥିଲା। ଯେଉଁ...

୪୩.୫° ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର, ୪୦ ଟପିଲା ୧୧ସହର ରେ ତାପମାତ୍ରା

ଭୁବନେଶ୍ୱର,୨୦ା୪: କିଛିଦିନ ବ୍ୟବଧାନ ପରେ ରାଜ୍ୟକୁ ଫେରିଛି ତାତି। ୪୦ ଡ଼ିଗ୍ରୀ ଉପରେ ୧୧ ସହରର ତାପମାତ୍ରା। ୪୩.୫ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ସବୁଠୁ...

ନୂତନ ରାଶନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ

କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image