ଆସନ୍ତା ସପ୍ତାହରେ ଭାରତ ଆସିବେ ଆମେରିକା ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୧୧: ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଜେ ଅଷ୍ଟିନ ଭାରତ-ପ୍ରଶାନ୍ତ ମହାସାଗରରେ ତାଙ୍କର ନବମ ସରକାରୀ ଗସ୍ତର ଅଂଶ ଭାବରେ ଆସନ୍ତା ସପ୍ତାହରେ ଭାରତ ଗସ୍ତ କରିବେ। ତାଙ୍କର ଭାରତ ଗସ୍ତ ପରେ ଅଷ୍ଟିନ ଦକ୍ଷିଣ କୋରିଆ ଏବଂ ଇଣ୍ଡୋନେସିଆ ଗସ୍ତ କରିବେ। ଭାରତରେ ସେ ତାଙ୍କ ପ୍ରତିପକ୍ଷ, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିବେ ଏବଂ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ ପଞ୍ଚମ ଟଉ ପ୍ଲସ ଟୁ ମନ୍ତ୍ରୀସ୍ତରୀୟ ଆଲୋଚନାରେ ଅଂଶଗ୍ରହଣ କରିବେ। ମନ୍ତ୍ରୀସ୍ତରୀୟ ବୈଠକ ପରେ ବ୍ଲିଙ୍କେନ ଏବଂ ଅଷ୍ଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।
ଆମେରିକାର ପ୍ରତିରକ୍ଷା ବିଭାଗର ବିବୃତ୍ତି ଅନୁଯାୟୀ ପ୍ରତିରକ୍ଷା ସଚିବ ଅଷ୍ଟିନ ଭାରତ ଗସ୍ତରେ ଯାଇ ତାଙ୍କ ପ୍ରତିପକ୍ଷ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ତାଙ୍କର ନବମ ସରକାରୀ ଗସ୍ତର ଏକ ଅଂଶ ଭାବରେ ଭେଟିବେ। ଏହି ସମୟରେ ପ୍ରତିରକ୍ଷା ଶିଳ୍ପ ସହଯୋଗକୁ ବୃଦ୍ଧି କରିବା ଏବଂ ଭାରତ-ଆମେରିକା ପ୍ରତିରକ୍ଷା ତ୍ୱରାନ୍ବିତ ଇକୋସିଷ୍ଟମ (INDUS-X) ମାଧ୍ୟମରେ ନୂତନତ୍ୱକୁ ଆଗକୁ ବଢାଇବା ପାଇଁ ଆଲୋଚନା କରାଯିବ। ଉଭୟେ ରାଜ୍ୟ ସଚିବ ଆଣ୍ଟୋନି ଜେ ବ୍ଲିଙ୍କେନ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କରଙ୍କ ସହ ପଞ୍ଚମ ଟୁ ପ୍ଲସ ଟୁ ମନ୍ତ୍ରୀସ୍ତରୀୟ ଆଲୋଚନାରେ ଅଂଶଗ୍ରହଣ କରିବେ। ମନ୍ତ୍ରୀସ୍ତରୀୟ ବୈଠକ ପରେ ବ୍ଲିଙ୍କେନ ଏବଂ ଅଷ୍ଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

WHOରୁ ଓହରିଯିବ ଆମେରିକା, ଜାଣନ୍ତୁ ଟ୍ରମ୍ପଙ୍କ ଏଭଳି ନିଷ୍ପତ୍ତି ପରେ ପଡ଼ିବ କି ପ୍ରଭାବ?

ଓ୍ବାଶିଂଟନ,୨୪।୧୨: ବିବାଦ ସହ ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କ ବେଶ ପୁରୁଣା। ଏବେ ତାଙ୍କର ଆଗାମୀ ପଦକ୍ଷେପକୁ ନେଇ ଆମେରିକୀୟ ଗଣମାଧ୍ୟମରେ ଆଲୋଚନା ସରଗରମ ରହିଛ। ଯଦି...

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

ହିନ୍ଦୁ ପ୍ରସଙ୍ଗରେ ପୁଣି ବାଂଲାଦେଶକୁ ଆମେରିକାର ଚେତାବନୀ, ୟୁନୁସଙ୍କୁ ଆସିଲା ଫୋନ୍

ନୂଆଦିଲ୍ଲୀ, ୨୪ା୧୨: ବାଂଲାଦେଶରେ ଶେଖ ହସିନା ଯିବା ପରେ ହିନ୍ଦୁ ମାନଙ୍କ ଉପରେ ବଢୁଥିବା ଆକ୍ରମଣକୁ ନେଇ ଭାରତ ସମେତ ଆମେରିକା ମଧ୍ୟ ଲଗାତାର ଚିନ୍ତା...

କ୍ରିସ୍‌ମାସ୍‌ ପୂର୍ବ ସଂନ୍ଧ୍ୟାରେ ଅଘଟଣ: ଆଇଫିଲ୍‌ ଟାଓ୍ବାରରେ ଲାଗିଲା ନିଆଁ, ଫସି ରହିଲେ ହଜାର ହଜାର ପର୍ଯ୍ୟଟକ

ପ୍ୟାରିସ,୨୪।୧୨: ଆଇକନକ ଆଇଫିଲ୍‌ ଟାଓ୍ବାରରେ ଲାଗିଲା ନିଆଁ। ଏଥିନେଇ ପୁରା ଟାଓ୍ବାରକୁ ଶୀଘ୍ର ଖାଲି କରାଯାଇଥିଲା। ସେଠାରେ ଉପସ୍ଥିତ ପର୍ଯ୍ୟଟକମାନଙ୍କୁ ଐତିହାସିକ ସ୍ଥାନରୁ ଦୂରକୁ ନିଆଯାଇଥିଲା।...

ନାଗା ସାଧୁ କିଏ? ଜାଣନ୍ତୁ ଏମାନଙ୍କର ଜୀବନ ସହ ଜଡ଼ିତ ରହସ୍ୟମୟ କଥା…

ନୂଆଦିଲ୍ଲୀ,୨୪।୧୨: ଗଙ୍ଗା କୂଳରେ, ସୂର୍ଯ୍ୟଙ୍କ ପ୍ରଥମ କିରଣରେ ଜିଇଁ ଉଠୁଥିବା ଶୀତୁଆ ସକାଳରେ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ପାଉଁଶ ବୋଳା ଉଲଗ୍ନ...

କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…! 

କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ...

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ।...

ଛାଡ଼ପତ୍ର ପାଇଁ ଆବେଦନ କଲେ ରାଷ୍ଟ୍ରପତିଙ୍କ ସ୍ତ୍ରୀ

ମସ୍କୋ,୨୪ା୧୨:ସିରିଆର ବହିଷ୍କୃତ ରାଷ୍ଟ୍ରପତି ବଶର ଅଲ୍‌-ଅସାଦଙ୍କ ସ୍ତ୍ରୀ ଅସ୍‌ମା ଅଲ୍‌ ଅସାଦ୍‌ ଛାଡ଼ପତ୍ର ପାଇଁ ଆବେଦନ କରିଛନ୍ତି। ସେ ବ୍ରିଟେନ୍‌ ଫେରିଯିବାକୁ ଚାହୁଁଥିବା ଜଣାଇଛନ୍ତି। କ୍ଷମତାଚ୍ୟୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri