କୋଣାର୍କ ବୁଲିବାକୁ ଆସି ଓଲଟିଲା ଭ୍ୟାନ୍‌, ଗୋଟିଏ ପରିବାରର ୧୨ ଆହତ

କୋଣାର୍କ,୨୨ା୧୨: ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳର ଗୋଟିଏ ପରିବାର ଶୁକ୍ରବାର ସକାଳେ କୋଣାର୍କ ବୁଲିବାକୁ ଆସିଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। ଆଜି ସକାଳେ ଭ୍ୟାନ୍‌ଟି ଜୁଣେଇ ଛକରେ ଏକ ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ଆହତ ହୋଇଥିବା ୧୨ ଜଣଙ୍କ ମଧ୍ୟରୁ ୪ ଜଣ ଗୁରୁତର ହୋଇଥିବାରୁ ସେମାନଙ୍କୁ ଭୁବେନଶ୍ୱର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ରାଜଧାନୀରେ ନିଶାଶକ୍ତ ଅବସ୍ଥାରେ ଉତ୍ପାତ ହେଉଥିଲେ ମହିଳା

ଭୁବନେଶ୍ୱର,୧୪ା୩: ନିଶା ଖାଇ ଉତ୍ପାତ ହେଲେ ଯୁବତୀ। ରାଜଧାନୀର ରଙ୍ଗୀନ ରାତିରେ ନିଶାଶକ୍ତ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁରର ଏକ...

ଭୁବନେଶ୍ୱରର ସାଲିଆ ସାହିରେ ବିପୁଳ ପରିମାଣର ଦେଶୀ ମଦ ଜବତ, ୯ ଗିରଫ

ଭୁବନେଶ୍ୱର,୧୪ା୩: ଶୁକ୍ରବାର ଅବକାରୀ ବିଭାଗ ଅଧିକାରୀମାନେ ଭୁବନେଶ୍ୱରର ସାଲିଆ ସାହିରେ ବେଆଇନ ଦେଶୀ ମଦ ଆଡ୍ଡାକୁ ଟାର୍ଗେଟ କରି ଚଢାଉ କରିଛନ୍ତି। ଏକ ସୂଚନା ପାଇ,...

ରୋଜଭ୍ୟାଲି ଚିଟଫଣ୍ଡ ଦୁର୍ନୀତି: ଖୁବ୍ ଶୀଘ୍ର ନିବେଶକମାନେ ଫେରି ପାଇବେ ଜମା

ଭୁବନେଶ୍ୱର,୧୪ା୩: ଚିଟଫଣ୍ଡ ଫାର୍ମ, ରୋଜଭ୍ୟାଲି ଗ୍ରୁପ୍ ଅଫ୍ କମ୍ପାନୀଜ୍‌ର ଠକ ନିବେଶକମାନେ ଖୁବ୍ ଶୀଘ୍ର ସେମାନଙ୍କର ଟଙ୍କା ଫେରି ପାଇବେ। ଗୁରୁବାର ଭୁବନେଶ୍ୱରସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ...

ଇଭି ଗାଡ଼ି ମାଲିକମାନଙ୍କୁ ସବସିଡିରେ ମିଳିଛି ₹୨୩୨.୪୫ କୋଟି ଟଙ୍କା

ଭୁବନେଶ୍ୱର,୧୪ା୩: ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସବସିଡି ବଣ୍ଟନ ତଥ୍ୟରୁ ଜଣାପଡିଛି ଯେ ଓଡ଼ିଶାରେ ପଞ୍ଜିକୃତ ଇଲେକ୍ଟ୍ରିକ୍ ଯାନ (ଇଭି)...

ନାବାଳାକିଙ୍କୁ ବଳାତ୍କାର ମାମଲା: ଟିଉସନ ସାର୍‌ଙ୍କୁ ୨୦ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୧୪ା୩(ସତ୍ୟଜିତ୍‌ ରାଉତ): ଖୋର୍ଦ୍ଧା ଜିଲା ମଡେଲ ଥାନା ଅନ୍ତର୍ଗତ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ୪ବର୍ଷ ପରେ ଭୁବନେଶ୍ୱରସ୍ଥିତ ୪ର୍ଥ ଅତିରିକ୍ତ ଜିଲା...

କଳିଙ୍ଗା ଘାଟିରେ ଓଲୋଟିଲା ଖମ୍ବେଶ୍ୱରୀ ବସ୍, ୧୦ ଆହତ

ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ/ଚିନ୍ମୟ କୁମାର ସେଠୀ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶୁକ୍ରବାର ପ୍ରତ୍ୟୁଷରେ ଖମ୍ବେଶ୍ୱରୀ ବସ୍ ଓଲୋଟି ପଡିଛି। ଏଥିରେ ୧୦...

ଘରୋଇ ସ୍କୁଲ୍‌ରେ ମାଗଣାରେ ପାଠପଢ଼ିବେ ଗରିବ ପିଲା: ୧୮ରେ ଖୋଲିବ ପାରଦର୍ଶୀ ପୋର୍ଟାଲ

ଭୁବନେଶ୍ୱର,୧୪ା୩(ସୁଚିସ୍ମିତା ସାହୁ): ଘରୋଇ ସ୍କୁଲ୍‌ରେ ଗରିବ ପିଲାମାନେ ମାଗଣାରେ ପାଠପଢ଼ିବାକୁ ୨୫% ସିଟ୍‌ ସଂରକ୍ଷିତ ରହିଛି। ସରକାରଙ୍କ ଏହି ବ୍ୟବସ୍ଥାରେ ପାଠପଢ଼ିବା ଲାଗି ଆବେଦନ କରିବାକୁ...

ରାଜ୍ୟରେ ଅଣାୟତ୍ତ ଜଙ୍ଗଲ ନିଆଁ: ଦିନକରେ ୧୨୮୨ ସ୍ଥାନରେ ବନାଗ୍ନି

ଭୁବନେଶ୍ୱର, ୧୪ା୩ (ବନ୍ଦନା ସେଠୀ): ବନାଗ୍ନିକୁ ନେଇ ଏବେ ଚିନ୍ତା ବଢ଼ିଛି। ଖରାଦିନ ଆରମ୍ଭରୁ ଏବେ ଓଡ଼ିଶାର ଅଧା ଜଙ୍ଗଲ ଜଳୁଛି। ଚଳିତବର୍ଷ ଜାନୁଆରୀ ୧ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image