Posted inଜାତୀୟ

ପାପ ଉପରେ ପୁଣ୍ୟର ବିଜୟ: ଦେଶବାସୀଙ୍କୁ ବିଜୟାଦଶମୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪।୧୦: ଆଜି ଦେଶରେ ବିଜୟାଦଶମୀ ଉତ୍ସାହର ସହ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଥିଲେ,ବିଜୟାଦଶମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା। ଏହି ପବିତ୍ର ପର୍ବ ଜୀବନରେ ନକାରାତ୍ମକ ଶକ୍ତି ସମାପ୍ତ କରି କରି ଭଲ ବାର୍ତ୍ତା ଆଣିଥାଏ। ଆପଣ ସମସ୍ତଙ୍କୁ ଶୁଭେଚ୍ଛା ବିଜୟ ଦଶମୀ।
ଏହା ସହିତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ବିଜୟାଦଶମୀରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ଅଧାର୍ମିକର ଅନ୍ଧକାର ଯେତେ ଘନ ହେଉନା କାହିଁକି, ଧର୍ମର ଆଲୋକ ସତ୍ୟ ଆଧାରରେ ବିଜୟୀ ହୁଏ। ଏହା ଅନନ୍ତ ଅଟେ। ଏହି ପର୍ବ ଯାହା ଆମକୁ ସର୍ବଦା ଜ୍ଞାନ ଏବଂ ସତ୍ୟର ପଥ ଅନୁସରଣ କରିବାକୁ ପ୍ରେରଣା ଦିଏ ଏବଂ ଶିକ୍ଷା ଦିଏ। ଭଗବାନ ଶ୍ରୀ ରାମ ସମସ୍ତଙ୍କୁ ଆଶୀର୍ବାଦ କରନ୍ତୁ। ଜୟ ଶ୍ରୀ ରାମ!


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଲାଲୁଙ୍କ ସହ ଯିବାକୁ ପ୍ରସ୍ତୁତ ଅଛି, ଯଦି ସେ…, ଖୋଲା ଅଫର ଦେଲେ ପ୍ରଶାନ୍ତ କିଶୋର

ପାଟନା,୧।୧୧: ଜନ ସୁରାଜ ପାର୍ଟି ନେତା ପ୍ରଶାନ୍ତ କିଶୋର ବେଲାଗଞ୍ଜ ବିଧାନସଭାର ବିଭିନ୍ନ ସ୍ଥାନରେ ସାଧାରଣ ସଭା ମାଧ୍ୟମରେ ପ୍ରଚାର କରିଥିଲେ। ଏହି ସମୟରେ ସେ...

ଦୀପାବଳିରେ କୋଟିପତିଙ୍କୁ ଲାଗିଲା କୋଟି କୋଟି ଟଙ୍କାର ଝଟ୍‌କା, ଆଦାନୀ-ଅମ୍ବାନୀଙ୍କ ସହ କମିଲା ମସ୍କଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତରେ ଲୋକେ ଯେବେ ଗୁରୁବାର ରାତିରେ ଦୀପାବଳି ପାଳନ କରୁଥିଲେ ସେତେବେଳେ ଆମେରିକା ସେୟାର ମାର୍କେଟରେ ହ୍ରାସର ଝଡ଼ ସୃଷ୍ଟି ହୋଇଛି। ଫଳରେ ଡାଉଜୋନ୍ସ...

ନଭେମ୍ବରରେ ଅବସର ନେବେ ସିଜେଆଇ ଚନ୍ଦ୍ରଚୁଡ, ଯିବା ସମୟରେ ଶୁଣାଇବେ ୫ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡିଓ୍ବାଇ ଚନ୍ଦ୍ରଚୁଡ ୧୦ ନଭେମ୍ବରରେ ଅବସର ନେଉଛନ୍ତି। ତାଙ୍କର କାର୍ଯ୍ୟକାଳ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପାଇଁ ସ୍ମରଣୀୟ ହେବ।...

କଂଗ୍ରେସ ନେତା କ୍ଷମା ମାଗିବା ଉଚିତ, କାହିଁକି ଏମିତି କହିଲେ ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧।୧୧: କର୍ନାଟକରେ ‘ଶକ୍ତି’ ଗ୍ୟାରେଣ୍ଟି ସମୀକ୍ଷା ଉପରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କୁ ନିନ୍ଦା କରିବା ପରେ...

ସୁଧୁରୁନି ପକିସ୍ତାନ: ଚାଇନା ସହ ମିଶି ଭାରତ ବିରୋଧରେ ରଚୁଛି ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧।୧୧: ପଡୋଶୀ ଦେଶ ପାକିସ୍ତାନ ଘୃଣ୍ୟ କାର୍ଯ୍ୟକଳାପରୁ ବିରତ ହେବାର ନାଁ ଧରୁନି। ଜମ୍ମୁ କଶ୍ମୀରକୁ ଆତଙ୍କବାଦୀ ପଠାଇବା ବ୍ୟତୀତ ପାକିସ୍ତାନ ମଧ୍ୟ ଭାରତ ଉପରେ...

ବିବେକ ଦେବରୟ କିଏ? ଜେଜେ-ଜେଜେମା’ ଆସିଥିଲେ ବାଂଲାଦେଶରୁ ସେ କିନ୍ତୁ ପାଲଟି ଯାଇଥିଲେ ମୋଦିଙ୍କ ଚାଣକ୍ୟ

ନୂଆଦିଲ୍ଲୀ,୧।୧୧: ଅର୍ଥନୈତିକ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚାଣକ୍ୟ ଥିତବା ବ୍ୟକ୍ତି ଏହି ଦୁନିଆରେ ଆଉ ନାହାଁନ୍ତି। ଯେଉଁ ବ୍ୟକ୍ତି ଦାରିଦ୍ର୍ୟର ଏକ ନୂତନ ମାନର ପ୍ରଚାର...

ଶିବକୁମାରଙ୍କ କଥା ଶୁଣି ରାଗିକି ପଞ୍ଚମ ହୋଇଗଲେ ଖାର୍ଗେ: କହିଦେଲେ…

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କ ‘ଶକ୍ତି’ ଯୋଜନାକୁ ପୁନର୍ବିଚାର କରିବା ବିବୃତ୍ତିରେ ରାଗିଛନ୍ତି। ଖାର୍ଗେ ଶିବକୁମାରଙ୍କୁ ସ୍ପଷ୍ଟ ଭାବରେ...

ଜାତି ବଦଳାଇଲେ ଶିଆ ଓ୍ବାକଫ ବୋର୍ଡର ପୂର୍ବତନ ଚେୟାରମ୍ୟାନ

ନୂଆଦିଲ୍ଲୀ,୧।୧୧: ୨୦୨୧ରେ ସନାତନ ଧର୍ମ ଗ୍ରହଣ କରି ଲାଇମ ଲାଇଟକୁ ଆସିଥିବା ଶିଆ ୱାକଫ ବୋର୍ଡର ପୂର୍ବତନ ଚେୟାରମ୍ୟାନ ୱାସିମ ରିଜଭି ଏଥର ନିଜର ଜାତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri