ମୌଳିକ ସୁବିଧା ଯୋଗାଇଦେବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ବୋଦାପଳସା ପଞ୍ଚାୟତର କବିତ୍ରା ଗ୍ରାମର ବିଭିନ୍ନ ସମସ୍ୟା ନେଇ ସୋମବାର ସ୍ଥାନୀୟ ଲୋକେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ୱାର୍ଡ ମେମ୍ବର ସୁଦିପ୍ତ କୁମାର ନାଏକ,କଲ୍ୟାଣି ଜେନା,ଗୀତାରାଣୀ ଜେନା,ଝୁନାରାଣୀ ଜେନା,ରେବତୀ ଜେନା,ଶଙ୍କର୍ଷଣ ଦାସ ଓ ଗୌରୀ ନାଏକ ସମେତ ଗ୍ରାମବାସୀ ଜିଲାପାଳଙ୍କୁ ଭେଟିଛନ୍ତି। ଗ୍ରାମଟି ପୂର୍ବରୁ କେନ୍ଦୁଝରଗଡ ପୌରାଞ୍ଚଳ ମଧ୍ୟରେ ରହିଥିଲା। ପରେ ବୋଦାପଳସା ପଞ୍ଚାୟତରେ ସାମିଲ ହୋଇଛି। ଅଦ୍ୟାବଧି ପଞ୍ଚାୟତ ରାଜସ୍ବ ଗ୍ରାମ ତାଲିକା ତଥା ବ୍ଲକ ଫାଇଲରେ ନାମ ଉଠି ନ ଥିବାରୁ ଉନ୍ନୟନମୂଳକ କାମ ହୋଇପାରୁନାହିଁ ବୋଲି ଧରଣୀଧର ସାହୁ କହିଛନ୍ତି। ଗ୍ରାମରେ ୩ ହଜାର ଉର୍ଦ୍ଧ୍ୱ ଲୋକ ବସବାସ କରୁଥିବାବେଳେ ସେଥିମଧ୍ୟରୁ ଅଧାରୁ ଅଧିକ ପଛୁଆ ବର୍ଗର ଅଟନ୍ତି। ସରକାରଙ୍କ ଉନ୍ନୟନମୂଳକ ଯୋଜନା ପହଞ୍ଚି ପାରୁ ନ ଥିବାରୁ ଲୋକେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅସ୍ବାସ୍ଥ୍ୟକର ପରିବେଶରେ ଗ୍ରାମଟି ରହିଥିବାବେଳେ ରାସ୍ତା, ପାନୀୟଜଳ, ଶିକ୍ଷା, ସ୍ବାସ୍ଥ୍ୟ ଭଳି ସମସ୍ୟା ଦେଖାଦେଉଛି। ଆବାସ ଯୋଜନାରେ ଲୋକଙ୍କୁ ପକ୍କା ଘର ମିଳିପାରୁନାହିଁ । ଏଣୁ ଏହାର ପ୍ରତିବାଦରେ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଉପଯୁକ୍ତ ପଦକ୍ଷେପ ନେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪%...

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ...

ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ...

ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା...

ରାସ୍ତା ନିର୍ମାଣକୁ ନେଇ ଭାଜପା-କଂଗ୍ରେସ ମୁହାଁମୁହିଁ

ତିହିଡି, ୨୪।୧୨(ସଞ୍ଜିତ ବଳ): ତିହିଡି ବ୍ଲକ ଭଟପଡା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ମଙ୍ଗଳବାର ଏକ ରାସ୍ତା ନିର୍ମାଣକୁ ନେଇ ଭାଜପା ଓ କଂଗେସ କର୍ମୀ...

କାମ କରିବାକୁ ଯାଇଥିବା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ପାଟଣା,୨୪।୧୨(ବୀର କିଶୋର ଦାଶ): ଚଣ୍ଡିଖୋଲ ନିକଟସ୍ଥ ମାଙ୍କଡପାଳ ଗ୍ରାମକୁ ଦିନ ମଜୁରିଆ ଭାବେ କାମ କରିବାକୁ ଯାଇଥିବା ମହିଳାଙ୍କ ରବିବାର ସନ୍ଦେହ ଜନକ ଭାବେ ମୃତ୍ୟୁ...

ଦିନକ ପରେ ବଡଦିନ: ନିରାଶ କରୁଛି ବର୍ଷା 

ଦାରିଙ୍ଗବାଡି,୨୪/୧୨( ଅରୁଣ ସାହୁ)-ବଡଦିନ ପାଇଁ ଚାରିଆଡେ ଉତ୍ସବମୁଖର। ଏହି ସମୟରେ ଦାରିଙ୍ଗବାଡି ବର୍ଷାରେ ଭିଜିଛି। ଲଘୁଚାପଜନିତ ପ୍ରଭାବରେ ସୋମବାର ବିଳମ୍ବିତ ରାତିରେ ବର୍ଷା ହୋଇଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri