ଶୁଣିଲାନି ପ୍ରଶାସନ, ନିଜ ଉଦ୍ୟମରେ ନାଳ ଖୋଳିଲେ ଗ୍ରାମବାସୀ

ଗଞ୍ଜାମ,୨୦ା୭(ଡି.ଏନ୍‌.ଏ.): ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଜଣେ ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କ ଜାଗା ଥିବା ହେତୁ ଗଳାଶଙ୍ଖ ଦେଇ ପାଣି ନିଷ୍କାସନ ହୋଇ ପାରୁ ନ ଥିଲା। ଯାହା ଫଳରେ ବର୍ଷା ଦିନ ହେଲେ ପୁଇଁତୋଳା ଗ୍ରାମବାସୀ ବହୁତ ହଇରାଣ ହେଉଥିଲେ। ଦୀର୍ଘଦିନ ପର୍ଯ୍ୟନ୍ତ ଉକ୍ତ ବର୍ଷା ଜଳଜମିବା ସହ ଘରେ ପାଣି ଯାଉଥିଲା। ଏନେଇ ଗ୍ରାମବାସୀ ଏନ୍‌ଏସି ପ୍ରଶାସନଠାରେ ବାରମ୍ବାର ଦାବି କରି ଆସୁଥିଲେ ସୁଦ୍ଧା କୌଣସି ସୁଫଳ ମିଳୁ ନ ଥିଲା। ବର୍ତ୍ତମାନ ଗ୍ରାମର କିଛି ବ୍ୟକ୍ତି ଉକ୍ତ ଲୋକଙ୍କ ସହ ସମସ୍ୟା ସମ୍ପର୍କରେ ଆଲୋଚନା କରି ବୁଧବାର ଜେସିବି ମେଶିନ ଦ୍ୱାରା ଉକ୍ତ ନାଳ ଖୋଲା ଯାଇଥିଲା। ଅନ୍ୟପଟେ ଉକ୍ତ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ଚାଷ କ୍ଷତିଗ୍ରସ୍ତ ମଧ୍ୟ ହେଉଥିଲା। ଖୋଲାଯିବା ବେଳେ ଭଗବାନ ପ୍ରଧାନ, ବିଶ୍ୱନାଥ ବିଶ୍ୱାଳ, ପ୍ରକାଶ ରାଉଳ, ସୁଶାନ୍ତ ତରାଇ, ପ୍ରମୋଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ*

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ

ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର ।...

ଜଳିଗଲା ଲୁଗା ଦୋକାନ, ମାଲିକ ମୃତ

ଜଟଣୀ,୧୫ା୧୧(ରବୀନ୍ଦ୍ରନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ରାଜାବଜାରରେ ଥିବା ଗୌରୀ ଗାର୍ମେଣ୍ଟସ (ଲୁଗା ଦୋକାନ)ରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି...

ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ...

ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ...

କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୫।୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ...

ସରକାର ବଦଳିବାରୁ ଆଶା ଆଶଙ୍କାରେ ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ: ମନ୍ତ୍ରୀଙ୍କୁ ଭେଟି…

କୋକସରା,୧୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ ଫେଡେରେଶନ ପକ୍ଷରୁ ୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ପୂର୍ବରୁ ଦାବି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri