ଗୋରୁ ଚାଲାଣବେଳେ ମାଡ଼ିବସିଲେ ଗ୍ରାମବାସୀ

ଅନୁଗୋଳ ଅଫିସ,୧୦।୯- ଅନୁଗୁଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଉପରଛକ ଠାରେ ଗୋରୁଚାଲଣ ବେଳେ ବିରୋଧ କରିଥିଲେ ଗ୍ରାମବାସୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୋରୁ ଚାଲାଣ ହେଉଥିବା ବେଳେ ଉଦ୍ଧାର କରାଯାଇଥିବା ଜଣାପଡିଛି।

ସୂଚନା ଯେ, ମଙ୍ଗଳବାର ସକାଳେ ବଡକେରା ଅଞ୍ଚଳରୁ ଏକ ବଡ଼ ଆଇଚର ଗାଡିରେ ଗୋରୁ ବୋଝେଇ ହୋଇ ଆସୁଥିବାବେଳେ ଗାଡିଟିର ଯାନ୍ତ୍ରିକ ତ୍ରୁଟି ହେବାରୁ ଅଟକି ଯାଇଥିଲା। ଫଳରେ ଚାଳକ ଗାଡିଟିକୁ ଛାଡି ପଳାଇଥିଲେ। ଗ୍ରାମବାସୀ ଗାଡ଼ିରେ ଗୋରୁ ପଲ ଦେଖିବା ପରେ ମହିଧରପୁର ଫାଣ୍ଡି ପୋଲିସକୁ ଖବର ଦେବା ସହ ଗାଈମାନଙ୍କୁ ଉଦ୍ଧାର କରିଥିଲେ। ପୋଲିସ ଉକ୍ତ ଗାଡିକୁ ଜବଦ କରିବା ସହ ଗାଇ ଗୁଡିକୁ ସ୍ଥାନୀୟ ଗୋଶାଳାକୁ ହସ୍ତାନ୍ତର କରାଇବା ପାଇଁ ପ୍ରୟାସ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସାଧୁ ଲୋକଙ୍କ ଜନବିରୋଧୀ ଜୋରଦାର ବିରୋଧ: ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଭବାନୀପାଟଣା,୧୯ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଜିମାଳି ଖଣି ଅଞ୍ଚଳର ୩ ପଞ୍ଚାୟତବାସୀ ବୁଧବାର ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ଏହାସହ କିଛି...

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ...

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri