ଶେଷରେ ଅପେକ୍ଷାର ଅନ୍ତ: ନାଟୋରେ ଏଣ୍ଟ୍ରି କଲା ସ୍ବିଡେନ

ଷ୍ଟକହୋମ,୮।୩: ସ୍ବିଡେନ ନାଟୋର ୩୨ତମ ସଦସ୍ୟ ଦେଶ ହୋଇଛି। ଏହା ସହିତ ପ୍ରାୟ ଦୁଇ ଦଶନ୍ଧି ଧରି ସ୍ବିଡେନ, ନାଟୋ ଗ୍ରୁପରେ ଯୋଗ ଦେଇଛି। ସ୍ବିଡେନର ପ୍ରଧାନମନ୍ତ୍ରୀ ଉଲଫ କ୍ରିଷ୍ଟରସନ ଦେଶର ନାଟୋରେ ଯୋଗଦେବାକୁ ସ୍ବାଧୀନତାର ବିଜୟ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି, ସ୍ବିଡେନ ଗଣତାନ୍ତ୍ରିକ, ନିରପେକ୍ଷ, ସାର୍ବଭୌମତ୍ୱ ଏବଂ ସର୍ବସମ୍ମତି କ୍ରମେ ନାଟୋରେ ଯୋଗଦେବାକୁ ନିଷ୍ପତ୍ତି ନେଇଛି। ଏକ କାର୍ଯ୍ୟକ୍ରମ ସମୟରେ ସ୍ବିଡେନ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି ଏବଂ ଏହି ସମୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ମଧ୍ୟ ଉପସ୍ଥିତ ଥିଲେ।
ସ୍ବିଡେର ନାଟୋରେ ଯୋଗଦେବା ପରେ ନାଟୋର ସେକ୍ରେଟେରୀ ଜେନେରାଲ ଜେନ୍ସ ଷ୍ଟୋଲଟେନବର୍ଗ ଏକ ବିବୃତ୍ତି ଜାରି କରି କହିଛନ୍ତି, ଏହା ଏକ ଐତିହାସିକ ଦିନ। ନାଟୋରେ ସ୍ବିଡେନ ର ବର୍ତ୍ତମାନ ଏକ ଉପଯୁକ୍ତ ସ୍ଥାନ ରହିବ ଏବଂ ନାଟୋ ନୀତି ଏବଂ ନିଷ୍ପତ୍ତିରେ ଏହାର ମତକୁ ମଧ୍ୟ ବିଚାରକୁ ନିଆଯିବ। ସେ କହିଛନ୍ତି,୨୦୦ ବର୍ଷରୁ ଅଧିକ ସମୟ ଆଲାଇନ ହୋଇ ରହିବା ପରେ ସ୍ବିଡେନ ମଧ୍ୟ ଧାରା ୫ ଅନୁଯାୟୀ ସୁରକ୍ଷା ଗ୍ୟାରେଣ୍ଟି ପାଇବ। ସ୍ବିଡେନ ସରକାରଙ୍କ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏହି ବୈଠକ ପରେ ସ୍ବିଡେନର ନାଟୋରେ ଯୋଗଦେବା ଘୋଷଣା କରାଯାଇଥିଲା। ସ୍ବିଡେନ ନାଟୋର ସଦସ୍ୟ ହେବା ପରେ ଏହାର ପତାକା ମଧ୍ୟ ବ୍ରୁସେଲ୍ସର ନାଟୋ ମୁଖ୍ୟାଳୟ ବାହାରେ ଦେଖାଯିବା ଆରମ୍ଭ କରିବ।
ୟୁକ୍ରେନ ଯୁଦ୍ଧ ଆରମ୍ଭରୁ ରୁଷିଆର ପଡୋଶୀ ଦେଶ ସ୍ବିଡେନ ଏବଂ ଫିନଲାଣ୍ଡ ନାଟୋର ସଦସ୍ୟ ହେବାକୁ ଚେଷ୍ଟା କରୁଥିଲେ। ଗତ ବର୍ଷ ଫିନଲ୍ୟାଣ୍ଡ ନାଟୋର ସଦସ୍ୟ ହୋଇଥିଲା ଏବଂ ବର୍ତ୍ତମାନ ସ୍ବିଡେନ ମଧ୍ୟ ନାଟୋରେ ପ୍ରବେଶ କରିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଚିଠି ଲେଖିଲା ବାଂଲାଦେଶ

ଢାକା,୨୩।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଦାବିରେ ବାଂଲାଦେଶ ଭାରତକୁ ଏକ ଚିଠି ଲେଖିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ତାହିଦ ହୁସେନ କହିଛନ୍ତି...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri