ଘର ଭାଙ୍ଗୁଥିବାବେଳେ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ, ଚାପି ହୋଇଗଲେ

ବାଲିଗୁଡ଼ା,୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ତୁମୁଡ଼ିବନ୍ଧର ରାମପୁର ଛକରେ ଘର କାନ୍ଥ ପଡ଼ି କିରିକୁଟି ଗ୍ରାମର ଶ୍ରମିକ ମାନେଶ୍ୱର ପ୍ରଧାନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାମପୁର ଛକରେ ରହୁଥିବା ଅଖିଳ ଦାସଙ୍କ ପୁରୁଣା ଘର ଭାଙ୍ଗୁଥିବା ବେଳେ ଶ୍ରମିକ ମାନେଶ୍ୱରଙ୍କ ଉପରେ କାନ୍ଥ ପଡ଼ିଯିବାରୁ ସେ କାନ୍ଥ ତଳେ ଚାପି ହୋଇ ରହିଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ମାନେଶ୍ୱରଙ୍କୁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ସେଠାରେ ଡାକ୍ତର ମାନେଶ୍ୱରଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ସେପଟେ ଘଟଣାସ୍ଥଳରେ ତୁମୁଡ଼ିବନ୍ଧ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image