Posted inଜାତୀୟ

ଦିଅର ପାଇଁ ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ: ଆଉ ତା’ପରେ

କାନପୁର,୧୨।୧୧: ଉତ୍ତର ପ୍ରଦେଶର କାନପୁର ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଦିଅର ପ୍ରେମରେ ପଡି ସ୍ବାମୀଙ୍କୁ ହତ୍ୟା କରିଛନ୍ତି ସ୍ତ୍ରୀ। ବିଡୁ ପୋଲିସ ଷ୍ଟେଶନ ଅଞ୍ଚଳର ବାସିନ୍ଦା ଦୀନେଶ ଅବସ୍ଥିଙ୍କୁ ସ୍ତ୍ରୀ ଏବଂ ଦିଅର ମିଶି ହତ୍ୟା କରିଛନ୍ତି। ସ୍ବାମୀ ପ୍ରେମ ସଂପର୍କରେ ବାଧା ସୃଷ୍ଟି କରୁଥିବା ଦେଖି ଏହି ଘଟଣା ଘଟିଛି। ଦୀନେଶଙ୍କୁ ହତ୍ୟା କରିବା ସହ ମୃତ ଶରୀରକୁ ଖଣ୍ଡ ଖଣ୍ଡ କରି ଫୋପାଡି ଥିଲେ।

ଦୀନେଶ ତାଙ୍କ ପତ୍ନୀ ଗୁଡିଆ ଏବଂ ସାନଭାଇ ମନୋଜଙ୍କ ସହ ତାଙ୍କ ପରିବାରରେ ରହୁଥିଲେ। କିନ୍ତୁ ଯେତେବେଳେ ଦିଅର ଏବଂ ଭାଉଜ ମଧ୍ୟରେ ଏକ ଅବୈଧ ସମ୍ପର୍କ ଯୋଗୁ ଏକ ଶିଶୁ ଜନ୍ମନେଇଥିଲା। ଦୀନେଶ ଜାଣି ନ ଥିଲେ।

ଦୀନେଶଙ୍କ ଅନୁପସ୍ଥିତିରେ ଗୁଡିଆ ଏବଂ ମନୋଜଙ୍କ ବିଷୟରେ ଏକ ଭିନ୍ନ କାହାଣୀ ଚାଲିଥିଲା। ଏହି କାରଣରୁ ଦୀନେଶଙ୍କ ସନ୍ଦେହ ହେବାରୁ ସେ ଏନେଇ ଘରେ କହିଥିଲେ। ପରେ ଝଗଡା ଆରମ୍ଭ ହୋଇଥିଲା ଏବଂ ସେହି ସମୟରେ ଗୁଡିଆ ଏବଂ ମନୋଜ ତାଙ୍କ ସ୍ବାମୀ ଦୀନେଶଙ୍କୁ ତାଙ୍କ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ପରେ ତାଙ୍କ ହତ୍ୟା କରି ଫେରାର ହୋଇଯାଇଥିଲେ। ଏବେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘୩୭୦’ କୁ ନେଇ ଇନ୍ଦିରାଙ୍କୁ ମାନେ ପକାଇଲେ ଅମିତ ଶାହା, ଜାଣନ୍ତୁ କାହିଁକି ?

ପରଭାନି/ଜଲଗାଓଁ/ଧୁଲେ,୧୩ା୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ସ୍ବର୍ଗରୁ ଓହ୍ଲାଇ ଆସିଲେ ବି ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିପାରିବେ...

ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କଲେ ଯୋଗୀ ସରକାର, କହିଲେ…

ଲକ୍ଷ୍ନୌ,୧୩।୧୧: ୟୁପିର ଯୋଗୀ ସରକାର ସୁପ୍ରିମକୋର୍ଟଙ୍କ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ଦେଇଥିବା ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ଜଣେ ଅଭିଯୁକ୍ତ ବୋଲି ତାଙ୍କ ଘରକୁ ଭାଙ୍ଗିଦିଆଯିବା ଉଚିତ...

୧୨.୫ ଲକ୍ଷ ମେଧାବୀଙ୍କୁ କମ୍ପିଟେଟିଭ ପରୀକ୍ଷା ପ୍ରସ୍ତୁତି ପାଇଁ ସାହାଯ୍ୟ କରିବେ ସରକାର

ନୂଆଦିଲ୍ଲୀ,୧୩।୧୧: ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଅଶାୟୀଙ୍କ ସାହାଯ୍ୟ କରିବେ ଭାରତ ସରକାର। ବର୍ଷ ୨୦୨୯ ସୁଦ୍ଧା ସରକାର ୧୨.୫ ଲକ୍ଷ ମେଧାବୀଙ୍କୁ...

ଯୌନ ମନ୍ତ୍ରଣାଳୟରୁ ଶୌଚ ମନ୍ତ୍ରଣାଳୟ, ଏହିସବୁ ଦେଶରେ ଅଛି ଅଜବ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୩।୧୧: ବିଭିନ୍ନ ବିଷୟ ଉପରେ ଯୋଜନା ପ୍ରସ୍ତୁତ କରିବା ଏବଂ ସେଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଯେକୌଣସି ଦେଶର ସରକାରରେ ମନ୍ତ୍ରଣାଳୟ ରହିଛି। ଉଦାହରଣ...

ମୋଦି ବି ପାଳନ କରିଛନ୍ତି ବୁଲ୍‌ଡୋଜର ଆଇନ: ଓଓ୍ବାଇସି

ନୂଆଦିଲ୍ଲୀ,୧୩ା୧୧: ବୁଧବାର ସୁପ୍ରିମକୋର୍ଟ ‘ବୁଲ୍‌ଡୋଜର ଆଇନ’ର ଧାରା ଉପରେ ଦୃଢ଼ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ, ଅଧିକାରୀମାନେ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ପାରିବେ...

ଭାଷଣ ଦେଉଥିଲେ ମୋଦି, ହଠାତ୍‌ ମୋଦିଙ୍କ ଗୋଡ ଧରି ପକାଇଲେ ନୀତିଶ, ଆଉ ତା’ ପରେ…

ପାଟନା,୧୩।୧୨: ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦ ଛୁଇଁଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ବିହାରର ଦରଭଙ୍ଗାଠାରେ ରାଜ୍ୟର ଦ୍ୱିତୀୟ ଏମ୍ସର ଶିଳାନ୍ୟାସ ସମୟରେ ପ୍ରଧାନମନ୍ତ୍ରୀଙ୍କ ପାଦ...

ଟେଲିଗ୍ରାମ ସିଇଓଙ୍କ ନିଆରା ଅଫର୍‌: ‘ମୋର ସ୍ପର୍ମ ନିଅନ୍ତୁ, ମାଗଣାରେ ଆଇଭିଏଫ୍‌ ଟ୍ରିଟ୍‌ମେଣ୍ଟ କରନ୍ତୁ’; ସର୍ତ୍ତ କେବଳ…

ନୂଆଦିଲ୍ଲୀ,୧୩।୧୧: ପୁଣି ଚର୍ଚ୍ଚାରେ ଟେଲିଗ୍ରାମ୍‌ ଆପ୍‌ର ସିଇଓ ପାଭେଲ୍‌ ଡ୍ୟୁରୋଭ। ନିକଟରେ ସେ ୧୦୦ରୁ ଅଧିକ ପିଲାଙ୍କ ଜୈବିକ ପିତା ବୋଲି କହି ବିଶ୍ୱକୁ ଚମକାଇଥିଲେ।...

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ନୂଆବର୍ଷରେ ମିଳିପାରେ ଖୁସି ଖବର!

ନୂଆଦିଲ୍ଲୀ,୧୩।୧୧: ଗତ ମାସରେ ମୋଦି ସରକାର ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରିଥିଲେ। ଫଳରେ କେନ୍ଦ୍ର ସରକାରୀ କର୍ମଚାରୀମାନେ ଡିଏରେ ଆଉ ୩% ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri