ରାଜଧାନୀରେ ଭାରି ମୋଟରଯାନ ଚଲାଇବେ ମହିଳା, କିନ୍ନର

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏଥର ଭାରି ମୋଟରଯାନ ଚଲାଇବେ ମହିଳା ଓ କିନ୍ନର । କ୍ରୁଟ ବା ମୋ ବସ୍‌ ପରିଚାଳନା ସଂସ୍ଥା ପକ୍ଷରୁ ସେମାନଙ୍କୁ ତାଲିମ ଦିଆଯିବ । ଏଥିପାଇଁ କ୍ରୁଟ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଇଚ୍ଛୁକ ବ୍ୟକ୍ତି ଆବେଦନ କରିପାରିବେ। ଭାରିଯାନ ଡ୍ରାଇଭିଂ ଟ୍ରେନିଂ ପାଇଁ ୧ ଏପ୍ରିଲ ୨୦୨୧ ପୂର୍ବରୁ ବର୍ଷେ ବୈଧତା ଏଲଏମଭି ଲାଇସେନ୍ସ ଥିବା ଆବଶ୍ୟକ । ଶିକ୍ଷାଗତ ଯୋଗ୍ୟତା ଦଶମ ପାସ କିମ୍ବା ତାଠାରୁ ଅଧିକ ହେବ । ସେହପରି ବୟସ ୨୦ରୁ ୪୦ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ତେବେ ଏ ନେଇ ବେଶ ଖୁସି ବ୍ୟକ୍ତ କରିଛନ୍ତି କିନ୍ନର ସମାଜ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଲାନି ପଶ୍ଚିମବଙ୍ଗର ମନମାନୀ, ଓଡ଼ିଶା ଫେରୁଛି ‘ଜିନତ’

ଭୁବନେଶ୍ୱର,୩୧ା୧୨: ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଫେରୁଛି ବାଘୁଣୀ ‘ଜିନତ’ । ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଅଣାଯାଉଛି। ମଧ୍ୟରାତ୍ରି ସୁଦ୍ଧା ‘ଜିନତ’ ଶିମିଳିପାଳ ପହଞ୍ଚିବା...

ଅପେରାରେ ଅଶ୍ଳୀଳ ନାଚ ରୋକିବାକୁ ଭିଡିଓ ରେକର୍ଡିଂ

ମାଲକାନଗିରି,୩୧ା୧୨(ଦୁର୍ଯ୍ୟୋଧନ ପାତ୍ର): ଅପେରା ମଞ୍ଚରେ ଅଶ୍ଳୀଳତା ନେଇ ଅଭିଯୋଗ ହେବାପରେ ରେକର୍ଡ ଡ୍ୟାନ୍ସ ସମୟରେ କ୍ୟାମେରା ଲଗାଇ ରେକର୍ଡିଂ କଲା ପୋଲିସ। ପୋଲିସ ଛାଉଣୀରେ ଚାଲିଲା...

ପ୍ରଥମେ ଭାରତ ଆଉ ଏବେ ଓଡିଶା ବୁଲି ପ୍ରକୃତି ସୁରକ୍ଷା ଦେଉଛନ୍ତି ନନ୍ଦିଘୋଷ 

ଦାରିଙ୍ଗବାଡି,୩୧।୧୨ (ଅରୁଣ ସାହୁ ): ପ୍ରକୃତିକୁ ସୁରକ୍ଷା ଦେବା ପାଇଁ ଗାଁଗାଁ ବୁଲି ଜନ ସଚେତନ କରୁଛନ୍ତି ନନ୍ଦିଘୋଷ ଖମାରୀ। ବରଗଡ଼ ଜିଲାର ବାସିନ୍ଦା ନନ୍ଦିଘୋଷ...

ଏଥର ନୂଆବର୍ଷ ପାଳିବେନି ନବୀନ ପଟ୍ଟନାୟକ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩୧।୧୨: ଏଥର ନୂଆ ବର୍ଷ ପାଳିବେନି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ମନମୋହନ ସିଂହଙ୍କ ବିୟୋଗରେ...

ସମୁଦ୍ର ବେଳାଭୂମିରେ ମଲା କଇଁଛ: ଖାଇଗଲେ ବିଲୁଆ, କୁକୁର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ପ୍ରାୟଗି ଗ୍ରାମସ୍ଥିତ ସମୁଦ୍ର ବେଳାଭୂମିରେ କିଛି ମଲା କଇଁଛ ପଡ଼ିଥିବା ଏବଂ ସେମାନଙ୍କୁ ବିଲୁଆ...

ଲକ୍ଷ୍ମୀଜୋର୍‌ ପୋଲ ଉପରୁ ଯୁବକଙ୍କ ମୃତଦେହ ଜବତ: ମିଳିଲା ଲୁହା ପାଇପ୍‌, ହତ୍ୟା ସନ୍ଦେହ

ବଲାଙ୍ଗୀର,୩୧।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡା ନିକଟ ଲକ୍ଷ୍ମୀଯୋର ପୋଲ ଉପରୁ ବଲାଙ୍ଗୀର ଟାଉନ ପୋଲିସ ରବିବାର ବିଳମ୍ବିତ ରାତିରେ...

ପୁୁରୀ ମେଡିକାଲରେ ନକଲି ଡାକ୍ତର: ୭ ଦିନ ହେଲା କରୁଥିଲେ ରୋଗୀଙ୍କ ଚିକିତ୍ସା

ଭୁବନେଶ୍ୱର, ୩୧।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ୭ ଦିନ ହେଲା ଜଣେ ଡାକ୍ତର ବେଶରେଆପ୍ରନ ପିନ୍ଧି ଷ୍ଟେଥୋସ୍କୋପ ପକାଇ...

ପ୍ରଣବଙ୍କ ପରେ କିଏ ହେବେ ଓସିଏ ସଭାପତି? ରେସ୍‌ରେ ଅଛନ୍ତି…

ଭୁବନେଶ୍ୱର,୩୧।୧୨: ଓସିଏ ପଦରୁ ପ୍ରଣବ ପ୍ରକାଶ ଦାସ ଇସ୍ତଫା ପରେ ଏବେ ନୂଆ ସଭାପତିକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଓସିଏ ସଭାପତି ଦୌଡ଼ରେ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri