ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ ଗୁରୁବାର ସାବିତ୍ରୀ ବ୍ରତ ପୂଜା ପାଇଁ ମନ୍ଦିର ଯାଇପାରିନାହାନ୍ତି ମହିଳା। ଫଳରେ ଘରେ ରହି ପୂଜାର୍ଚ୍ଚନା କରି ସ୍ବାମୀଙ୍କ ଦୀର୍ଘାୟୁ କାମନା କରିଛନ୍ତି।

Share