ଫୁଲ ତୋଳିବାକୁ ଯାଇଥିବା ବେଳେ ମହିଳାଙ୍କୁ ଦଳିଦେଲା ହାତୀ

ଖୋର୍ଦ୍ଧା ଅଫିସ,୧୦ା୪: ସୋମବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ପାନବରଜ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ଜଣେ ମହିଳାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କିରଣବାଳା ମାନ୍ଧାତା(୫୭)।

ସୂଚନାଯୋଗ୍ୟ, କିରଣବାଳା ଆଜି ସକାଳେ ଅନ୍ୟ ଜଣେ ମହିଳାଙ୍କ ସହିତ ଫୁଲ ତୋଳିବାକୁ ଯାଇଥିଲେ। ଉଭୟ ରାସ୍ତାରେ ଯାଉଥିବା ବେଳେ ହଠାତ୍‌ ପାନବରଜ ଖେଳ ପଡ଼ିଆ ନିକଟରେ ଏକ ହାତୀ ସେମାନଙ୍କ ସାମ୍ନାକୁ ମାଡ଼ିଆସିଥିଲା। କିରଣବାଳାଙ୍କୁ ହାତୀ ହାତୀଟି ତାଙ୍କୁ କଚାଡ଼ି ତା’ରେ ଦଳି ଦେଇଥିଲା। ଅନ୍ୟ ମହିଳା ମଧ୍ୟ ଗୁରୁତର ହୋଇଛନ୍ତି। ତାଙ୍କ ନାଁ ରମା ବେହେରା(୫୫)। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିସାଳୟରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ପରିସରରେ ଶିକ୍ଷାବିତ, ସମିତି ସଭ୍ୟ ହତାହାତି

ଡେରାବିଷ, ୨୨।୧୧ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଡେରାବିଷ ବ୍ଲକ ପରିସରରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବ୍ଲକ ପରିସରରେ ସମିତି...

ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ…

ଭୁବନେଶ୍ୱର,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ୨୩ ତାରିଖ...

ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ...

ଘନ କୁହୁଡି ନେଇ ୩ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। କେବଳ ଏତିକି ନୁହେଁ, ଅନେକ ସ୍ଥାନରେ ସକାଳୁ ସକାଳୁ କୁହୁଡ଼ି ମଧ୍ୟ ପଡୁଛି। ତେବେ...

ହୁତୁହୁତୁ ହୋଇ ଜଳିଗଲା ୭ ବଖରା

ସୋର,୨୨।୧୧: ବାଲେଶ୍ୱର ଜିଲା ନଟାପଡ଼ା ପଞ୍ଚାୟତ ଚହଳିମା ଗାଁରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୭ ବଖରା ଚାଳ ଘର ପୋଡି ନଷ୍ଟ ହୋଇଯାଇଛି।...

ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ

ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍‌ରେ ବସିଥିବା ଜଣେ...

ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…

ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ...

କୃଷକଙ୍କ ଉନ୍ନତି ହେଲେ ଦେଶର ହେବ ଉନ୍ନତି

ଛତ୍ରପୁର,୨୨।୧୧(ଦିଲ୍ଲୀପ ସାମଲ): ରାଜ୍ୟ ସରକାର କୃଷି କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ କୃଷକ୍‌ମାନଙ୍କୁ ବିଭିନ୍ନ ପ୍ରୋତ୍ସାହନ ଯୋଗାଇଦେବାକୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହି ଅବସରରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri