Posted inଫୁରସତ

୩୯ ମୁଦ୍ରା, ୩୭ ଚୁମ୍ବକ ଖଣ୍ଡ ଗିଳି ଦେଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅନେକ ଥର ପିଲାମାନେ ଖେଳିବା ସମୟରେ କିଛି ଜିନିଷ ଗିଳି ଦିଅନ୍ତି, ଯାହା ବେଳେବେଳେ ସେମାନଙ୍କ ଜୀବନ ପ୍ରତି ବିପଦ ହୋଇଯାଏ। କିନ୍ତୁ ଯଦି ଏହା ପିଲା ନୁହେଁ ବରଂ ବୟସ୍କ ବ୍ୟକ୍ତି ଯିଏ ଉଦ୍ଦେଶ୍ୟମୂଳକ ଭାବରେ ଏହା କରୁଥିବାରୁ ଖୁବ୍‌ କମ ଦେଖାଯାଏ। ସମ୍ପ୍ରତି ଏପରି ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସୁଛି, ଯାହା ବିଷୟରେ ଜାଣି ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଜଣେ ୨୬ ବର୍ଷର ଯୁବକ ତାଙ୍କ ଶରୀରରେ ଜିଙ୍କ୍‌ (zinc) ପରିମାଣ ବଢାଇବା ପାଇଁ ୩୯ ମୁଦ୍ରା ଏବଂ ୩୭ ଚୁମ୍ବକ ଖଣ୍ଡ ଗିଳି ଦେଇଛନ୍ତି।
ନିକଟରେ ଦିଲ୍ଲୀର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଏହି ଅଜବ ଘଟଣା ସାମ୍ନାକୁ ଆସିଛି। ଡାକ୍ତରଖାନାରେ ଅସ୍ତ୍ରୋପଚାର ପରେ ଡାକ୍ତରମାନେ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ ରୋଗୀଙ୍କ ପେଟରୁ ୩୯ ମୁଦ୍ରା ଏବଂ ୩୭ ଚୁମ୍ବକ ଖଣ୍ଡ ବାହାର କରିଛନ୍ତି। କୁହାଯାଉଛି ଯେ ଶରୀରରେ ଜିଙ୍କ ପରିମାଣ ବଢାଇବା ପାଇଁ ଯୁବକ କିଛି ଦିନ ଧରି ଏହା ଗିଳୁଥିଲେ। ରୋଗୀର ସମ୍ପର୍କୀୟଙ୍କ ଅନୁଯାୟୀ, ସେ ମାନସିକ ସ୍ତରରେ ଅସୁସ୍ଥ ଥିବା ଏବଂ ମୁଦ୍ରା ଖାଇବାର ଅଭ୍ୟାସ ଥିବା ଜଣାଯାଇଛି। ଗତ ୨୦ ଦିନ ଧରି ରୋଗୀ ବାରମ୍ବାର ବାନ୍ତି ଏବଂ ପେଟରେ ଯନ୍ତ୍ରଣା ଭୋଗୁଥିଲା, ଏହା ପରେ ଦିନେ ରୋଗୀର ସମ୍ପର୍କୀୟମାନେ ତାଙ୍କୁ ଚିକିତ୍ସା ପାଇଁ ସାର୍‌ ଗଙ୍ଗା ରାମ ଡାକ୍ତରଖାନାକୁ ନେଇ ଯାଇଥିଲେ, ଯେଉଁଠାରେ ତାଙ୍କୁ ପରୀକ୍ଷା କରାଯାଇଥିଲା। ବହୁ ଅନୁସନ୍ଧାନ ପରେ ତାଙ୍କ ପେଟରୁ ମୁଦ୍ରା ଏବଂ ଚୁମ୍ବକ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଉପରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ସୋନପୁର,୬।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଖାରୀ-ବଲାଡି ରାସ୍ତାରେ ରବିବାର ଏକ ସର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବଲାଡି ପୋଲ ନିକଟରେ ବାଇକ୍‌କୁ ଏକ ହାଇଓ୍ବା ଧକ୍କା...

WhatsApp ଆଣିଲା ନୂଆ ଫିଚର: ଏଣିକି ୟୁଜର ଷ୍ଟାଟସ୍ ଅପଡେଟ୍‌ରେ ଗୀତ ରଖିପାରିବେ

ନୂଆଦିଲ୍ଲୀ,୬।୪: ମେଟା-ମାଲିକାନାଧୀନ ପ୍ଲାଟଫର୍ମ ହ୍ୱାଟସଆପ୍ ଏକ ନୂତନ ଫିଚର ଆଣିଛି ଯାହା ୟୁଜରମାନଙ୍କୁ ସେମାନଙ୍କର ଷ୍ଟାଟସ୍ ଅପଡେଟରେ ଗୀତ ଯୋଡ଼ିବାକୁ ଅନୁମତି ଦେବ। ଏହି ଫିଚର,...

ଆକର୍ଷଣ ସାଜିଲା ତେର ଦଣ୍ଡ ମିଳନ: ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ବାଲିଗୁଡ଼ା,୬ା୪ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ତମ ବାର୍ଷିକ ତେର ଦଣ୍ଡ ମିଳନ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏହାକୁ...

Video: ଟାର୍ଗେଟ ପୂରଣରେ ବିଫଳ ହେବାରୁ କର୍ମଚାରୀଙ୍କୁ କୁକୁର ସଜାଇଲେ, ତଦନ୍ତ ନିର୍ଦ୍ଦେଶ ଦେଲା ଶ୍ରମ ବିଭାଗ

କୋଚି, ୬।୪: କେରଳର କୋଚିସ୍ଥିତ ପେରୁମ୍ବୁରରେ ଥିବା ଏକ ପ୍ରାଇଭେଟ ମାର୍କେଟିଂ କମ୍ପାନୀର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ...

ବସରୁ ସୁନା ହାର ଚୋରି: ଧରାପଡ଼ିଲେ ଅଭିଯୁକ୍ତ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଜଣେ ଲୁଟେରାଙ୍କୁ ରବିବାର ଗିରଫ କରିଛି। ସେ ହେଲେ ଗାମୁଣ୍ଡି ଗ୍ରାମର ଅବଳ କୁମାର ଜେନା। ପୋଲିସ...

IPL 2025: ମ୍ୟାଚ୍ ମଝିରେ ଆହତ ହେଲେ ଗୁଜରାଟ ଟାଇଟାନ୍ସ ଷ୍ଟାର, ଯନ୍ତ୍ରଣାରେ ଛଟପଟ ହୋଇ ପଡିଆ ଛାଡ଼ିଲେ

ହାଇଦ୍ରାବାଦ,୬।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଚଳିତ ସିଜିନ୍ ର ୧୯ ତମ ମୁକାବିଲା ଖେଳାଯାଉଛି। ଏହି ମୁକାବିଲାରେ ଟସ୍ ଗୁଜରାଟ ବୋଲିଂ...

ଓ୍ବାଲର୍‌ଡ ବକ୍ସିଂ କପ୍‌ରେ ଭାରତକୁ ୬ ପଦକ

ନୂଆଦିଲ୍ଲୀ,୬ା୪: ବ୍ରାଜିଲର ଫଜ ଡୋ ଆଇଗୁଆକୁଠାରେ ଅନୁଷ୍ଠିତ ଓ୍ବାଲର୍‌ଡ ବକ୍ସିଂ କପ୍‌ ଟୁର୍ନାମେଣ୍ଟରେ ଭାରତୀୟ ବକ୍ସରମାନେ ୬ ପଦକ ଜିତିଛନ୍ତି। ପଦକ ତାଲିକାରେ ଗୋଟିଏ ଲେଖାଏ...

ମୁମ୍ବାଇ ଦଳରେ ବୁମରାଙ୍କ ଏଣ୍ଟ୍ରି: ବଦଳିବ କି ଦଳର ଭାଗ୍ୟ ?

ନୂଆଦିଲ୍ଲୀ,୬ା୪: ଭାରତୀୟ ପ୍ରିମିୟର ପେସର ଯଶପ୍ରୀତ ବୁମରା ଆନୁଷ୍ଠାନିକ ଭାବେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଦଳରେ ଯୋଗଦେଇଛନ୍ତି। ୫ ଥରର ଚାମ୍ପିୟନ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image